Acts 14:6 — Compare Translations

7 translations compared side by side

Odia - 1840
"ପାଉଲ ଓ ବର୍ଣ୍ଣବ୍ବା ଏହା ଜାଣିପାରି ଲୁକାଅନିଆର ଲୁସ୍ତ୍ରାର ଦର୍ବୀ ନଗର ଓ ଚ଼ାରିପାଖ ଅଞ୍ଚଳକୁ ଚ଼ାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର, ପୁଣି ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେରିତ ଶିଷ୍ୟମାନେ ଏ ବିଷୟ ଜାଣିପାରି ଲୁକାନିଆର ଲୁସ୍ତ୍ରା ଓ ଦର୍ବୀ ନଗରକୁ ଓ ତା’ ଚାରିପଟେ ଥିବା ଅଞ୍ଚଳକୁ ପଳାଇଗଲେ ଏବଂ
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଓ ବର୍ଣ୍ଣ‌ବ୍‌‌ବା ଏହା ଜାଣିପାରି ଲୁକାୟନିଆର ଲୁସ୍ତ୍ରାର ଦର୍ବୀ ନଗର ଓ ଗ୍ଭରିପାଖ ଅଞ୍ଚଳକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆ ଦେଶରେ ଲୁସ୍ତ୍ରା ଓ ଦର୍ବୀ ସହର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಕಳ್ವುನ್ ಘೆಟಲ್ಲ್ಯಾ ಪಾವ್ಲು ಅನಿ ಬಾರ್ನಾಬಾಸಾಕ್ ತ್ಯಾ ಶಾರಾತ್ನಾ ಲಿಕಾವೊನಿಯಾಚಿ ಶಾರಾ ಲುಸ್ತ್ ಅನಿ ದರ್ಬೆಕ್ ಅನಿ ತೆಚ್ಯಾ ಅಜುಭಾಜುಕ್ ಹೊತ್ತ್ಯಾ ಪ್ರಾಂತ್ಯಾಕ್ನಿ ಗೆಲೆ.