Acts 14:8 — Compare Translations

7 translations compared side by side

Odia - 1840
"ଲୁସ୍ତ୍ରା ରେ ଗୋଟିଏ େଛାଟା ଥିଲା। ସେ ଲୋକଟି ଜନ୍ମରୁ େଛାଟା ଥିଲା। ସେ କବେେ ଚାଲି ପାରୁନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାʼର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୁସ୍ତ୍ରାରେ ଜଣେ ଜନ୍ମରୁ ଖଞ୍ଜ ଲୋକ ଥିଲା। ସେ ଆଦୌ ଚାଲିପାରୁ ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଲୁସ୍ତ୍ରା ଓ ଦର୍ବୀରେ ପାଉଲ ଲୁସ୍ତ୍ରାରେ ଗୋଟିଏ ଛୋଟା ଥିଲା। ସେ ଲୋକଟି ଜନ୍ମରୁ ଛୋଟା ଥିଲା। ସେ କେବେ ଗ୍ଭଲି ପାରୁ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲಿಸ್ತ್ರಾ ಮನ್ತಲ್ಯಾ ಶಾರಾತ್ ಎಕ್ಲೊ ಜಲ್ಮಿಸೊಟ್ಟೊ ಮಾನುಸ್ ಹೊತ್ತೊ ತೆಚ್ಯಾ ಪಾಂಯಾತ್ನಿ ಬಳ್ ನತ್ತಿ, ಅನಿ ಕನ್ನಾಬಿ ಚಲಲೊಚ್ ನತ್ತೊ.