Acts 14:9 — Compare Translations
7 translations compared side by side
Odia - 1840
"ସେ ବସି ପାଉଲଙ୍କ କଥା ଶୁଣୁଥିଲା। ପାଉଲ ତାକୁ ସିଧାସଳଖ ଅନାଇ ଦେଖିଲେ ଯେ ସେ ସୁସ୍ଥ ହାଇପୋରିବ ବୋଲି ତା'ର ବିଶ୍ବାସ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା । ପାଉଲ ତାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାʼର ବିଶ୍ଵାସ ଥିବାର ଦେଖି ଉଚ୍ଚସ୍ଵରରେ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ବସି ସେ ପାଉଲଙ୍କ ଶିକ୍ଷା ଶୁଣୁଥିଲା। ତା’ ମନରେ ବିଶ୍ୱାସ ଜନ୍ମିଛି ଓ ସେ ସୁସ୍ଥ ହୋଇପାରିବ ବୋଲି ପାଉଲ ଜାଣିପାରିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ବସି ପାଉଲଙ୍କ କଥା ଶୁଣୁଥିଲା। ପାଉଲ ତାକୁ ସିଧାସଳଖ ଅନାଇ ଦେଖିଲେ ଯେ ସେ ସୁସ୍ଥ ହୋଇପାରିବ ବୋଲି ତା’ର ବିଶ୍ୱାସ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା। ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,
Odia IRV 2017 (ଓଡିଆ ବାଇବେଲ)
ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା । ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯೊ ಮಾನುಸ್ ಅಪ್ನಿ ಬಸಲ್ಲ್ಯಾಕ್ನಾಚ್ ಪಾವ್ಲುಚಿ ಬೊಲ್ನಿ ಆಯ್ಕಿತ್ ಹೊತ್ತೊ, ಪಾವ್ಲುನ್ ತೆಕಾಚ್ ಬಗ್ಲ್ಯಾನ್ ದೆವ್ ಅಪ್ನಾಕ್ ಗುನ್ ಕರ್ತಾ ಮನ್ತಲೊ ವಿಶ್ವಾಸ್ ತೆಕಾ ಹೊತ್ತೊ ಪಾವ್ಲುನ್ ವಳ್ಕುನ್,