Acts 15:1 — Compare Translations

7 translations compared side by side

Odia - 1840
"କେତକେ ଲୋକ ୟିହୂଦାରୁ ଆନ୍ତିୟଖିଆକୁ ଆସିଲେ। ସମାନେେ ଭାଇମାନଙ୍କୁ ଏହି ଶିକ୍ଷା ଦେଲେ, ତୁମ୍ଭମାନେେ ଯଦି ମାଶାଙ୍କେର ବ୍ଯବସ୍ଥା ଅନୁସାରେ ସୁନ୍ନତ ନହୁଅ, ତବେେ ତୁମ୍ଭମାନେେ ପରିତ୍ରାଣ ପାଇପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିମଧ୍ୟରେ କେତେକ ଲୋକ ଯିହୁଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ୍ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିହୁଦାରୁ କେତେକ ଲୋକ ଆଣ୍ଟିୟୋଖକୁ ଆସି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନେ ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବେ ନାହିଁ ବୋଲି ବିଶ୍ୱାସୀମାନଙ୍କୁ ଶିକ୍ଷା ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ସଭା କେତେକ ଲୋକ ଯିହୂଦାରୁ ଆନ୍ତିୟଖିଆକୁ ଆସିଲେ। ସେମାନେ ଭାଇମାନଙ୍କୁ ଏହି ଶିକ୍ଷା ଦେଲେ, “ତୁମ୍ଭେମାନେ ଯଦି ମୋଶାଙ୍କର ବ୍ୟବସ୍ଥା ଅନୁସାରେ ସୁନ୍ନତ ନ ହୁଅ, ତେବେ ତୁମ୍ଭେମାନେ ପରିତ୍ରାଣ ପାଇ ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିମଧ୍ୟରେ କେତେକ ଲୋକ ଯିହୂଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಉಲ್ಲಿ ಲೊಕಾ ಜುದೆಯಾ ಮನ್ತಲ್ಯಾ ಶಾರಾಕ್ನಾ ಅಂತಿಯೊಕ್ ಮನ್ತಲ್ಯಾ ಶಾರಾಕ್ ಯೆಲ್ಲಿ, ತುಮಿ ಸುನ್ನತ್ ಕರುನ್ ಘೆಯ್ನಸ್ಲ್ಯಾರ್ ತುಮ್ಕಾ ಸುಟ್ಕಾ ಹೊಯ್ನಾ ಮೊಯ್ಜೆಚ್ಯಾ ಖಾಯ್ದ್ಯಾತ್ ಸಾರ್ಕೆ ಸುನ್ನತ್ ಕರುನ್ ಘೆವ್ಚೆ ಮನುನ್ ಸಾಂಗಲ್ಲೆ ಹಾಯ್ ಮನುನ್ ತೆನಿ ಜುದೆವ್ ನ್ಹಯ್ ಅಸಲ್ಲ್ಯಾ ದೆವಾಚ್ಯಾ ಲೊಕಾಕ್ನಿ ಶಿಕಾಪ್ ಕರುಲಾಗ್ಲೆ.