Acts 15:11 — Compare Translations
7 translations compared side by side
Odia - 1840
"ଆମ୍ଭର ବିଶ୍ବାସ ଯେ ଆମ୍ଭେ ଓ ଏ ଲୋକମାନେ ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ବାରା ରକ୍ଷା ପାଇଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ଵାସ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନା, ଏହା ଠିକ୍ ନୁହେଁ। ସେମାନେ ଯେଉଁ ବିଶ୍ୱାସ କରି ପରିତ୍ରାଣ ପାଇଛନ୍ତି, ଆମେ ମଧ୍ୟ ଠିକ୍ ସେହିପରି ବିଶ୍ୱାସ କରି ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ୱାରା ପରିତ୍ରାଣ ପାଇଅଛୁ।”
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ବିଶ୍ୱାସ ଯେ ଆମ୍ଭେ ଓ ଏ ଲୋକମାନେ ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ୱାରା ରକ୍ଷା ପାଇଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಅಮ್ಕಾ ಹೊಂವ್ದಿ ಹೆಂಕಾ ಹೊಂವ್ದಿ ರಾಕ್ವನ್ ಹೊತಲಿ ಧನಿಯಾ ಜೆಜುಚ್ಯಾ ಕುರ್ಪೆನುಚ್ ಮನುನ್ ಅಮಿ ವಿಶ್ವಾಸ್ ಕರ್ತಾಂವ್ ಮಟ್ಲ್ಯಾನ್.