Acts 15:12 — Compare Translations
7 translations compared side by side
Odia - 1840
"ତା'ପରେ ସମସ୍ତେ ନୀରବ ହାଇଗେଲେ। ସମାନେେ ବର୍ଣ୍ଣବ୍ବା ଓ ପାଉଲଙ୍କ କଥା ଶୁଣିଲେ। ପରମେଶ୍ବର ଅନ୍ୟ ଜାତୀୟମାନଙ୍କ ମଧିଅରେ ସମାନଙ୍କେ ଜରିଆ ରେ, ଯେଉଁସବୁ ଆଶ୍ଚର୍ୟ୍ଯକର୍ମ ଓ ଚ଼ିହ୍ନମାନ କହିଥିଲେ, ସେ ସବୁ ପାଉଲ ଓ ବର୍ଣ୍ଣବ୍ବା ବର୍ଣ୍ଣନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ଵାରା ବିଜାତିମାନଙ୍କ ମଧ୍ୟରେ ଈଶ୍ଵର ଯେସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବୃତ୍ତା; ଶ୍ରବଣ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ଓ ବର୍ଣ୍ଣବାଙ୍କ ଦ୍ୱାରା ଅଣଇହୁଦୀମାନଙ୍କ ମଧ୍ୟରେ ଈଶ୍ୱର ଯେଉଁ ସବୁ ଅଲୌକିକ କାର୍ଯ୍ୟ ଓ ଆଶ୍ଚର୍ଯ୍ୟ ବିଷୟ ସାଧନ କରିଥିଲେ, ସେମାନଙ୍କଠାରୁ ତାହାର ବିବରଣୀ ଶୁଣି ଦଳର ସମସ୍ତେ ନୀରବ ରହିବେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସମସ୍ତେ ନୀରବ ହୋଇଗଲେ। ସେମାନେ ବର୍ଣ୍ଣବ୍ବା ଓ ପାଉଲଙ୍କ କଥା ଶୁଣିଲେ। ପରମେଶ୍ୱର ଅନ୍ୟ ଜାତୀୟମାନଙ୍କ ମଧ୍ୟରେ ସେମାନଙ୍କ ଜରିଆରେ, ଯେଉଁସବୁ ଆଶ୍ଚର୍ଯ୍ୟକର୍ମ ଓ ଚିହ୍ନମାନ କରିଥିଲେ, ସେ ସବୁ ପାଉଲ ଓ ବର୍ଣ୍ଣବ୍ବା ବର୍ଣ୍ଣନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಾಂಗುಕ್ ಲಾಗಲ್ಲೆ ಆಯ್ಕಲ್ಲ್ಯಾ ತನ್ನಾ ಸಗ್ಳ್ಯಾ ತಾಂಡ್ಯಾಚಿ ಲೊಕಾ ಶಾಂತ್ ಹೊಲಿ, ತೆನಿ ಪಾವ್ಲು ಅನಿ ಬಾರ್ನಾಬಾಸಾಚ್ಯಾ ಗೊಸ್ಟಿಯಾಕ್ನಿ ಕಾನ್ ದಿಲ್ಯಾನಿ, ಜುದೆವಾಂಚೆ ನ್ಹಯ್ ಹೊಲ್ಲ್ಯಾ ಲೊಕಾಂಚ್ಯಾ ಮದ್ದಿ ದೆವಾನ್ ಅಪ್ಲ್ಯಾಂಚಾಕ್ನಾ ಕರಲ್ಲಿ ಆಜಾಪಾಚಿ ಅನಿ ಚಮತ್ಕಾರಾಚ್ಯಾ ಕಾಮಾಂಚ್ಯಾ ವಿಶಯಾತ್ ತೆಂಕಾ ಸಾಂಗ್ಲ್ಯಾನಿ.