Acts 15:14 — Compare Translations
7 translations compared side by side
Odia - 1840
"ପରମେଶ୍ବର କିପରି ପ୍ରଥମ ଥର ଅନ୍ୟ ଜାତୀୟ ଲୋକମାନଙ୍କ ପାଇଁ ନିଜର ପ୍ ରମେ ଦଖାଇେଲେ ଓ ସମାନଙ୍କେୁ ଗ୍ରହଣ କରି ତାହାଙ୍କର ଲୋକରେ ପରିଣତ କଲେ, ତାହା ଶିମାନେ ବର୍ଣ୍ଣନା କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ଆପଣା ନାମ ନିମନ୍ତେ ବିଜାତିମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର କିପରି ଅନୁଗ୍ରହ କରି ଅଣଇହୁଦୀମାନଙ୍କ ମଧ୍ୟରୁ କେତେକଙ୍କୁ ତାଙ୍କ ପାଇଁ ମନୋନୀତ କରିଛନ୍ତି, ଶିମୋନ ସେ କଥା ବୁଝାଇ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କିପରି ପ୍ରଥମ ଥର ଅନ୍ୟ ଜାତୀୟ ଲୋକମାନଙ୍କ ପାଇଁ ନିଜର ପ୍ରେମ ଦେଖାଇଲେ ଓ ସେମାନଙ୍କୁ ଗ୍ରହଣ କରି ତାହାଙ୍କର ଲୋକରେ ପରିଣତ କଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ଆପଣା ନାମ ନିମନ୍ତେ ଅଣଯିହୁଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ଆପଣା ନାମ ନିମନ୍ତେ ଅଣଯିହୂଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಜುದೆವಾಂಚೆ ನ್ಹಯ್ ಹೊಲ್ಲ್ಯಾ ಲೊಕಾಕ್ನಿ ಅಪ್ಲಿ ಕಾಳ್ಜಿ ಕಸಿ ಕರ್ಲಾ ಮನ್ತಲೆ ಸಿಮಾವಾನ್ ಅಮ್ಕಾ ಕಳ್ವುಲ್ಯಾನ್ ದೆವಾನ್ ಜುದೆವಾಂಚಿ ನ್ಹಯ್ ಹೊಲ್ಲ್ಯಾ ಲೊಕಾಕ್ನಿ ಅಪ್ಲಿ ಲೊಕಾ ಕರುನ್ ಘೆಟಲ್ಲೆ ಹೆಚ್ ಪೈಲೆ.