Acts 15:18 — Compare Translations
7 translations compared side by side
Odia - 1840
"ଏହା ୟୁଗ ଆରମ୍ଭରୁ ଜଣାଅଛି।' ଆମାଷେ 9:11-12"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁଗ ଆରମ୍ଭରୁ ଈଶ୍ଵର ଆପଣାର ସମସ୍ତ କର୍ମ ଜ୍ଞାତ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଏହି କଥା କହିଛନ୍ତି, ବହୁ ପୂର୍ବେ ଏହି କଥା ସେ ପ୍ରକାଶ କରିଥିଲେ’।”
Odia Bible ERV 2004 (ପବିତ୍ର ବାଇବଲ)
ଏହା ଯୁଗ ଆରମ୍ଭରୁ ଜଣାଅଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଚୀନକାଳରୁ ଈଶ୍ବର ଆପଣାର ସମସ୍ତ କର୍ମ ଜଣାଇଛନ୍ତି।’
Odia IRV 2017 (ଓଡିଆ ବାଇବେଲ)
ପ୍ରାଚୀନ କାଳରୁ ଈଶ୍ୱର ଆପଣାର ସମସ୍ତ କର୍ମ ଜଣାଇଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ಅದ್ದಿಚ್ಯಾನುಚ್ ಹಿ ಸಗ್ಳ್ಯಿ ಕಾಮಾ ಕಳ್ವುನ್ ಹೊಲಾತ್”.