Acts 15:19 — Compare Translations
7 translations compared side by side
Odia - 1840
" ସେଥିପାଇଁ ମୁଁ ଭାବୁଛି, ପରମେଶ୍ବରଙ୍କ ପ୍ରତି ଫରେୁଥିବା ଅନ୍ୟ ଜାତୀୟ ଲୋକମାନଙ୍କୁ କଷ୍ଟ ଦବୋ ଆମ୍ଭମାନଙ୍କ ପକ୍ଷ ରେ ଉଚିତ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ମୋହର ବିଚାର ଏହି, ବିଜାତିମାନଙ୍କ ମଧ୍ୟରୁ ଯେଉଁମାନେ ଈଶ୍ଵରଙ୍କ ପ୍ରତି ଫେରନ୍ତି, ସେମାନଙ୍କୁ ଆମ୍ଭେମାନେ ଭାରଗ୍ରସ୍ତ କରିବା ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯାକୁବ ଆହୁରି ମଧ୍ୟ କହିଲେ, “ମୋ’ ମତରେ, ଯେଉଁ ଅଣଇହୁଦୀମାନେ ଈଶ୍ୱରଙ୍କ ପ୍ରତି ଫେରିଛନ୍ତି, ଆମେ ସେମାନଙ୍କୁ ଆଉ ହଇରାଣ କରିବା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ସେଥିପାଇଁ ମୁଁ ଭାବୁଛି, ପରମେଶ୍ୱରଙ୍କ ପ୍ରତି ଫେରୁଥିବା ଅନ୍ୟ ଜାତୀୟ ଲୋକମାନଙ୍କୁ କଷ୍ଟ ଦେବା ଆମ୍ଭମାନଙ୍କ ପକ୍ଷରେ ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ମୋହର ବିଚାର ଏହି, ଅଣଯିହୁଦୀମାନଙ୍କ ମଧ୍ୟରୁ ଯେଉଁମାନେ ଈଶ୍ବରଙ୍କ ପ୍ରତି ଫେରନ୍ତି, ସେମାନଙ୍କୁ ଆମ୍ଭେମାନେ ଭାରଗ୍ରସ୍ତ କରିବା ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ମୋହର ବିଚାର ଏହି, ଅଣଯିହୂଦୀମାନଙ୍କ ମଧ୍ୟରୁ ଯେଉଁମାନେ ଈଶ୍ୱରଙ୍କ ପ୍ରତି ଫେରନ୍ତି, ସେମାନଙ୍କୁ ଆମ୍ଭେମାନେ ଭାରଗ୍ରସ୍ତ କରିବା ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಜುದೆವ್ ನ್ಹಯ್ ಹೊಲ್ಲ್ಯಾ ದೆವಾಕ್ಡೆ ಪರ್ತುನ್ ಯೆಲ್ಲ್ಯಾ ಲೊಕಾಕ್ನಿ ಅಮಿ ತರಾಸ್ ದಿತಲೆ ನಕ್ಕೊ, ಹಿ ಮಾಜೆ ಸಲಹಾ.