Acts 15:2 — Compare Translations

7 translations compared side by side

Odia - 1840
"ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେ ସହିତ ରାଜି ନହାଇେ ବହୁତ ୟୁକ୍ତି କଲେ। ଏହି ପ୍ରଶ୍ନ ଉପରେ ବିଚ଼ାର ଆଲୋଚ଼ନା ଲାଗି ପାଉଲ, ବର୍ଣ୍ଣବ୍ବା ଓ ଅନ୍ୟ କେତକଙ୍କେୁ ୟିରୂଶାଲମ ରେ ପ୍ ରରେିତ ଓ ପ୍ରାଚ଼ୀନମାନଙ୍କ ପାଖକୁ ୟିବାପାଇଁ ନିୟୁକ୍ତି ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପାଉଲ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନ-ମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ବିଷୟରେ ସେମାନଙ୍କ ସହିତ ପାଉଲ ଓ ବର୍ଣ୍ଣବାଙ୍କର ପ୍ରଚଣ୍ଡ ଯୁକ୍ତିତର୍କ ହେବାରୁ, ଏହା ସ୍ଥିର ହେଲା ଯେ, ପାଉଲ, ବର୍ଣ୍ଣବା ଓ ଆଣ୍ଟିୟୋଖର ଆଉ କେତେ ଜଣ ଯିରୂଶାଲମକୁ ଯାଇ ପ୍ରେରିତ ଶିଷ୍ୟ ଓ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନଙ୍କ ସହିତ ଏ ବିଷୟରେ ପରାମର୍ଶ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କ ସହିତ ରାଜି ନହୋଇ ବହୁତ ଯୁକ୍ତି କଲେ। ଏହି ପ୍ରଶ୍ନ ଉପରେ ବିଗ୍ଭର ଆଲୋଚନା ଲାଗି ପାଉଲ, ବର୍ଣ୍ଣ‌ବ୍‌‌ବା ଓ ଅନ୍ୟ କେତେକଙ୍କୁ ଯିରୁଶାଲମରେ ପ୍ରେରିତ ଓ ପ୍ରାଚୀନମାନଙ୍କ ପାଖକୁ ଯିବା ପାଇଁ ନିଯୁକ୍ତି ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ಅನಿ ಬಾರ್ನಾಬಾಸಾನ್ ಹ್ಯಾ ಶಿಕಾಪಾಕ್ನಿ ಅಪ್ಲೊ ವಿರೊದ್ ದಾಕ್ವುನ್ ತೆಂಚ್ಯಾ ವಾಂಗ್ಡಾ ವಾದ್ ಕರ್‍ಲ್ಯಾನಿ, ಹ್ಯಾ ನಮುನ್ಯಾಚ್ಯಾ ವಿಶಯಾತ್ ಅಪೊಸ್ತಲಾಂಚ್ಯಾ ವಾಂಗ್ಡಾ ಅನಿ ಪುರ್ವಜ್ ಲೊಕಾಂಚ್ಯಾ ವಾಂಗ್ಡಾ ಚರ್ಚಾ ಕರುಕ್ ಸಾಟ್ನಿ ಪಾವ್ಲುಕ್ ಅನಿ ಬಾರ್ನಾಬಾಸಾಕ್ ಹುರಲ್ಯಾ ಉಲ್ಲ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಜೆರುಜಲೆಮಾಕ್ ಧಾಡುಚೆ ಮನುನ್ ತಾಂಡ್ಯಾಚ್ಯಾ ಲೊಕಾನಿ ಚಿಂತ್ಲ್ಯಾನಿ.