Acts 15:20 — Compare Translations

7 translations compared side by side

Odia - 1840
"ଏହା ବଦଳ ରେ ଆମ୍ଭେ ସମାନଙ୍କେୁ ଲେଖିବା ଉଚ଼ିତ ଯେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରତିମା ସମ୍ଵନ୍ଧୀୟ ଅଶୁଚିତା, ପରଦାର, ଶ୍ଵାସରୋଧ ଦ୍ଵାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବରଂ ସେମାନେ ଯେପରି ପ୍ରତିମାମାନଙ୍କୁ ଉତ୍ସର୍ଗ କରାଯାଇଥିବା କୌଣସି ଅଶୁଚି ଖାଦ୍ୟ ନ ଖାଆନ୍ତି, ଯୌନ ପାପରୁ ନିବୃତ୍ତ ହୁଅନ୍ତି, ଗଳା ଚିପା ଯାଇ ମରା ଯାଇଥିବା ପଶୁର ମାଂସ ଭୋଜନ ନ କରନ୍ତି - ଏ ସବୁ ବିଷୟରେ ପରାମର୍ଶ ଦେଇ ସେମାନଙ୍କ ନିକଟକୁ ଗୋଟିଏ ପତ୍ର ଲେଖିବା।
Odia Bible ERV 2004 (ପବିତ୍ର ବାଇବଲ)
ଏହା ବଦଳରେ ଆମ୍ଭେ ସେମାନଙ୍କୁ ଲେଖିବା ଉଚିତ୍ ଯେ: ତୁମ୍ଭେମାନେ ମୂର୍ତ୍ତିମାନଙ୍କୁ ଦିଆଯାଉଥିବା ଅପବିତ୍ର ଖାଦ୍ୟ ଖାଅ ନାହିଁ। ଯୌନ ପାପ କର ନାହିଁ। ରକ୍ତ ଖାଅ ନାହିଁ। ତଣ୍ଟି ଚିପି ମରାଯାଇଥିବା କୌଣସି ପଶୁର ମାଂସ ଖାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ପରଦାର, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಬದ್ಲಾಕ್ ಅಮಿ ತೆಂಕಾ ಎಕ್ ಚಿಟ್ ಲಿವ್ನ್ ಹಿ ವಿಶಯಾ ಕಳ್ವುಂವಾ, ಮುರ್ತಿಯಾಕ್ನಿ ಬಲಿ ಭೆಟ್ವಲ್ಲೆ ಖಾನ್ ಖಾವ್ನಕಾಸಿ ಹೆ ಖಾನ್ ಪವಿತ್ರ್ ನ್ಹಯ್, ಕಸ್ಲೊಬಿ ಲೈಂಗಿಕ್ ಪಾಪ್ ಕರುನಕಾಸಿ ಗಳೊ ಚಿರ್ಡುನ್ ಜಿವ್ ಕಾಡಲ್ಲ್ಯಾ ಜನಾವರಾಂಚೆ ಮಾಸ್ ನಾತರ್ ರಗಾತ್ ಖಾವ್ನಕಾಸಿ.