Acts 15:21 — Compare Translations
7 translations compared side by side
Odia - 1840
"ସମାନେେ ଏସବୁ କରିବା ଉଚ଼ିତ ନୁହେଁ, କାରଣ ଆରମ୍ଭରୁ ମାଶାଙ୍କେ ବ୍ଯବସ୍ଥା ପାଠ କରୁଥିବା ଲୋକେ ପ୍ରତି ନଗର ରେ ଏବେ ମଧ୍ଯ ଅଛନ୍ତି ଏବଂ ତାହାଙ୍କର ବ୍ଯବସ୍ଥା ସମାଜଗୃହମାନଙ୍କ ରେ ପ୍ରତି ବିଶ୍ରାମବାର ରେ ପାଠ କରାଯାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରାଚୀନ କାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାରରେ ସମାଜଗୃହସମୂହରେ ତାହାଙ୍କ ବ୍ୟବସ୍ଥା ପାଠ କରାଯାଉ-ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ବହୁଦିନ ଧରି ପ୍ରତ୍ୟେକ ବିଶ୍ରାମବାରରେ ଉପାସନା ଗୃହମାନଙ୍କରେ ମୋଶାଙ୍କ ବ୍ୟବସ୍ଥା ପଠିତ ହେଉଅଛି ଓ ପ୍ରତ୍ୟେକ ସହରରେ ତାଙ୍କର ବାକ୍ୟ ପ୍ରଚାରିତ ହେଉଅଛି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏସବୁ କରିବା ଉଚିତ୍ ନୁହେଁ, କାରଣ ଆରମ୍ଭରୁ ମୋଶାଙ୍କ ବ୍ୟବସ୍ଥା ପାଠ କରୁଥିବା ଲୋକେ ପ୍ରତି ନଗରରେ ଏବେ ମଧ୍ୟ ଅଛନ୍ତି ଏବଂ ତାହାଙ୍କର ବ୍ୟବସ୍ଥା ସମାଜଗୃହମାନଙ୍କରେ ପ୍ରତି ବିଶ୍ରାମବାରରେ ପାଠ କରାଯାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାର ଦିନରେ ସମାଜଗୃହ ସମୂହରେ ତାହାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି।”
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାରରେ ସମାଜଗୃହସମୂହରେ ତାହାଙ୍କ ମୋଶାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಮೊಯ್ಜೆಚ್ಯಾ ಖಾಯ್ದ್ಯಾಂಚೆ ಪುಸ್ತಕ್ ಶಿಕಾಪ್ ಕರ್ತಲಿ ಲೊಕಾ ಹರ್ ಎಕ್ ಶಾರಾತ್ಬಿ ಹಾತ್, ಲೈ ವರ್ಸಾಂತ್ನಾ ಹರ್ ಎಕ್ ಆರಾಮ್ ಕರ್ತಲ್ಯಾ ದಿಸಾ ದಿಸಿ ಮೊಯ್ಜೆಚಿ ಕರಾರಾ ವಾಚುನ್ ಹೊತ್ಯಾತ್ ಮನುನ್ ಸಾಂಗ್ಲ್ಯಾನ್.