Acts 15:22 — Compare Translations
7 translations compared side by side
Odia - 1840
"ଏହାପରେ ପ୍ ରରେିତ, ପ୍ରାଚ଼ୀନ ଓ ସମଗ୍ର ମଣ୍ଡଳୀ ସମାନଙ୍କେ ମଧ୍ଯରୁ କେତକେ ଲୋକଙ୍କୁ ବାଛିଲେ। ସମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ସମାନଙ୍କେୁ ଆନ୍ତିୟଖିଆକୁ ପଠାଇବା ପାଇଁ ସ୍ଥିର କଲେ। ସମାନେେ ଯିହୁଦା ଯାହାଙ୍କର ଅନ୍ୟ ନାମ ଥିଲା, ବର୍ଣ୍ଣବ୍ବା ଓ ଶୀଲାଙ୍କୁ ବାଛିଲେ। ଏହିମାନେ ଭାଇମାନଙ୍କ ମଧିଅରେ ନେତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ତଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍, ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ବିହିତ ବୁଝିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପରେ ପ୍ରେରିତ ଶିଷ୍ୟ ଓ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନେ, ତଥା ମଣ୍ଡଳୀର ସମସ୍ତେ, ଦଳର କେତେକ ଲୋକଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବାଙ୍କ ସହିତ ସେମାନଙ୍କୁ ଆଣ୍ଟିୟୋଖକୁ ପଠାଇବା ପାଇଁ ସ୍ଥିର କଲେ। ବର୍ଶବା ନାମରେ ପରିଚିତ ଯିହୁଦା ଓ ଶୀଲା ବିଶ୍ୱାସୀମାନଙ୍କ ମଧ୍ୟରେ ବିଶେଷ ସମ୍ମାନିତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅଣଯିହୂଦୀ ବିଶ୍ୱାସୀମାନଙ୍କୁ ପତ୍ର ଏହା ପରେ ପ୍ରେରିତ, ପ୍ରାଚୀନ ଓ ସମଗ୍ର ମଣ୍ଡଳୀ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ବାଛିଲେ। ସେମାନ ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ସେମାନଙ୍କୁ ଆନ୍ତିୟଖିଆକୁ ପଠାଇବା ପାଇଁ ସ୍ଥିର କଲେ। ସେମାନେ ଯିହୂଦା ଯାହାଙ୍କର ଅନ୍ୟ ନାମ ଥିଲା, ବର୍ଣ୍ଣବ୍ବା ଓ ଶୀଲାଙ୍କୁ ବାଛିଲେ। ଏହିମାନେ ଭାଇମାନଙ୍କ ମଧ୍ୟରେ ନେତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪೊಸ್ತಲಾನಿ, ಜಾಂನ್ತ್ಯಾ ಲೊಕಾನಿ ಅನಿ ಸಗ್ಳ್ಯಾ ತಾಂಡ್ಯಾಚ್ಯಾ ಲೊಕಾನಿ ಪಾವ್ಲು ಅನಿ ಬಾರ್ನಾಬಾಸಾಚ್ಯಾ ವಾಂಗ್ಡಾ ಥೊಡ್ಯಾ ಲೊಕಾಕ್ನಿ ಅಂತಿಯೊಕಾಕ್ ಧಾಡುಚೆ ಮನುನ್ ಚಿಂತ್ಲ್ಯಾನಿ, ಅಪ್ಲ್ಯಾ ಉಲ್ಲ್ಯಾ ಲೊಕಾಕ್ನಿ ಎಚುನ್ ಘೆವ್ಚೆ ಮನುನ್ ನಿರ್ಧಾರ್ ಕರ್ಲ್ಯಾನಿ, ತೆನಿ ಬಾರ್ಸಬ್ ಮನ್ತಲ್ಯಾ ಜುದಾಕ್ ಅನಿ ಸಿಲಾಸ್ ಮನ್ತಲ್ಯಾಕ್ ಎಚುನ್ ಘೆಟ್ಲ್ಯಾನಿ, ಹೆನಿ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ ಪ್ರಮುಖ್ ಹೊವ್ನ್ ಹೊತ್ತೆ.