Acts 15:23 — Compare Translations

7 translations compared side by side

Odia - 1840
"ସମାନେେ ତାହାଙ୍କ ହାତ ରେ ଏହି ଚ଼ିଠିଟି ଦେଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସୁରିଆ ଓ କିଲିକିଆସ୍ଥ ବିଜାତୀୟ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସୀମାନେ ନିମ୍ନଲିଖିତ ପତ୍ରଟି ଏହି ଦୁଇଜଣଙ୍କ ହାତରେ ପଠାଇଲେ। “ଆଣ୍ଟିୟୋଖ, ସିରିଆ ଓ ସିଲିଷୀଆର ଅଣଇହୁଦୀମାନଙ୍କ ମଧ୍ୟରୁ ଆସିଥିବା ଭାଇମାନଙ୍କୁ ପ୍ରେରିତ ଶିଷ୍ୟମାନେ ଓ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନେ ନମସ୍କାର ଜଣାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହାଙ୍କ ହାତରେ ଏହି ଚିଠିଟି ଦେଲେ: ଆନ୍ତିୟଖିଆ, ସୁରିଆ, କିଲିକିଆସ୍ଥ ଅନ୍ୟଜାତୀୟ ବିଶ୍ୱାସୀ ଭାଇମାନଙ୍କୁ ପ୍ରେରିତ, ପ୍ରାଚୀନ ଓ ଅନ୍ୟ ଭାଇମାନଙ୍କର ନମସ୍କାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಾಂಡ್ಯಾಚ್ಯಾ ಲೊಕಾನಿ ಹೆಂಚ್ಯಾ ಹಾತಿತ್ ಚಿಟ್ ದಿವ್ನ್ ಧಾಡ್ಲ್ಯಾನಿ, ತ್ಯಾ ಚಿಟಿತ್ ಅಶೆ ಲಿವಲ್ಲೆ ಹೊತ್ತೆ; ಅಂತಿಯೊಕ್ ಮನ್ತಲ್ಯಾ ಶಾರಾತ್, ಅನಿ ಸಿರಿಯ, ಸಿಲಿಸಿಯಾ ಮನ್ತಲ್ಯಾ ಗಾಂವಾತ್ನಿ ರ್‍ಹಾತಲ್ಯಾ ಜುದೆವ್ ನ್ಹಯ್ ಹೊಲ್ಲ್ಯಾ ಭಾವಾಕ್ನಿ ಅನಿ ಭೆನಿಯಾಕ್ನಿ ಸಗ್ಳಿ ತುಮ್ಚಿ ಭಾವಾ ಹೊವ್ನ್ ಹೊತ್ತಿ, ಅಪೊಸ್ತಲಾ ಅನಿ ಜಾಂನ್ತ್ಯಿ ಲೊಕಾ ಕರ್‍ತಲೊ ನಮಸ್ಕಾರ್, ಪ್ರೆಮಾಚ್ಯಾ ಭಾವಾನು,