Acts 15:24 — Compare Translations
7 translations compared side by side
Odia - 1840
"ଆମ୍ଭେ ଶୁଣିଲୁ ଯେ ଆମ୍ଭ ଭିତରୁ କେତକେ ଲୋକ ଆମ୍ଭଠାରୁ ଆଦେଶ ନପାଇ ତୁମ୍ଭମାନଙ୍କୁ ସମାନଙ୍କେ କଥା ଦ୍ବାରା ଅସୁବିଧା ରେ ପକାଇଛନ୍ତି ଓ ତୁମ୍ଭମାନଙ୍କୁ ବ୍ଯତିବ୍ଯସ୍ତ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ଵାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ଉଦ୍ବିଗ୍ନ କରିଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭେମାନେ ଶୁଣୁଛୁ ଯେ, ଆମ ଦଳରୁ କେତେକ ଲୋକ ତୁମ ନିକଟକୁ ଯାଇ ଯାହା କହିଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭମାନଙ୍କୁ ବିଚିତ୍ର ଓ ବିଚଳିତ କରିଛନ୍ତି। କିନ୍ତୁ ଏ ବିଷୟରେ ଆମେ ସେମାନଙ୍କୁ କୌଣସି ନିର୍ଦ୍ଦେଶ ଦେଇ ନାହୁଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଶୁଣିଲୁ ଯେ ଆମ୍ଭ ଭିତରୁ କେତେକ ଲୋକ ଆମ୍ଭଠାରୁ ଆଦେଶ ନ ପାଇ ତୁମ୍ଭମାନଙ୍କୁ ସେମାନଙ୍କ କଥା ଦ୍ୱାରା ଅସୁବିଧାରେ ପକାଇଛନ୍ତି ଓ ତୁମ୍ଭମାନଙ୍କୁ ବ୍ୟତିବ୍ୟସ୍ତ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ತಾಂಡ್ಯಾತ್ನಾ ತುಮ್ಚ್ಯಾ ಜಗ್ಗೊಳ್ ಯೆಲ್ಲ್ಯಾ ಉಲ್ಲ್ಯಾ ಭಾವಾನಿ ಉಲ್ಲಿ ಸಂಗ್ತಿಯಾ ಸಾಂಗುನ್ ತುಮ್ಕಾ ತರಾಸ್ ಹೊಯ್ ಸಾರ್ಕೆ ಕರುನ್ ತುಮ್ಚ್ಯಾತ್ ಗೊಂದಳ್ ಕರ್ಲ್ಯಾನಿ ಮನ್ತಲಿ ಖಬರ್ ಅಮ್ಕಾ ಗಾವ್ಲಾ, ಖರೆ ತಸೆ ಕರಾ ಮನುನ್ ಅಮಿ ತೆಂಕಾ ಸಾಂಗುಕ್ ನತ್ತಾಂವ್.