Acts 15:25 — Compare Translations

7 translations compared side by side

Odia - 1840
"ସେଥିପାଇଁ ଆମ୍ଭେ ଏକମତ ଓ ସ୍ଥିର ହାଇେ କେତକେ ଲୋକଙ୍କୁ ବାଛିଛୁ। ଆମ୍ଭେ ସମାନଙ୍କେୁ ଆମ୍ଭର ପ୍ରିୟ ବର୍ଣ୍ଣବ୍ବା ଓ ପାଉଲଙ୍କ ସହିତ ପଠାଇବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଆମେ ସମସ୍ତେ ଏକ ମତ ହୋଇ କେତେ ଜଣ ସମ୍ବାଦ ବାହାକଙ୍କୁ ମନୋନୀତ କରି ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ସ୍ଥିର କରିଛୁ। ସେମାନେ ଆମ ପ୍ରିୟ ବନ୍ଧୁ ବର୍ଣ୍ଣବା ଓ ପାଉଲଙ୍କ ସହିତ ଯିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ଆମ୍ଭେ ଏକମତ ଓ ସ୍ଥିର ହୋଇ କେତେକ ଲୋକଙ୍କୁ ବାଛିଛୁ। ଆମ୍ଭେ ସେମାନଙ୍କୁ ଆମ୍ଭର ପ୍ରିୟ ବର୍ଣ୍ଣ‌ବ୍‌‌ବା ଓ ପାଉଲଙ୍କ ସହିତ ପଠାଇବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଏଥି ନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಅಮಿ ಸಗ್ಳ್ಯಾನಿ ಎಕುಚ್ ಮನಾನ್ ಉಲ್ಲ್ಯಾ ಲೊಕಾಕ್ನಿ ಎಚುನ್ ಕಾಡುನ್ ತುಮ್ಚ್ಯಾಕ್ಡೆ ಧಾಡುಚೆ ಮನುನ್ ಚಿಂತ್ಲ್ಯಾಂವ್, ಅಮ್ಚೊ ಪ್ರೆಮಾಚೊ ಭಾವ್ ಪಾವ್ಲು ಅನಿ ಬಾರ್ನಾಬಾಸಾಂಚ್ಯಾ ವಾಂಗ್ಡಾ ತೆನಿ ಯೆವ್ಕ್ ಲಾಗ್ಲಾತ್.