Acts 15:26 — Compare Translations

7 translations compared side by side

Odia - 1840
"ବର୍ଣ୍ଣବ୍ବା ଓ ପାଉଲ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ପାଇଁ ସମାନଙ୍କେର ଜୀବନକୁ ଉତ୍ସର୍ଗ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ବିହିତ ବୁଝିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ବନ୍ଧୁମାନେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସେବାରେ ନିଜ ଜୀବନକୁ ବିପନ୍ନ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ବର୍ଣ୍ଣ‌ବ୍‌‌ବା ଓ ପାଉଲ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ପାଇଁ ସେମାନଙ୍କର ଜୀବନକୁ ଉତ୍ସର୍ଗ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ବିହିତ ବୁଝିଲୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ଉଚିତ ମନେକଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾರ್ನಾಬಾಸ್ ಅನಿ ಪಾವ್ಲುನ್ ಅಮ್ಚೊ ಧನಿಯಾ ಜೆಜುಕ್ರಿಸ್ತಾಚ್ಯಾ ಸೆವಾ ಸಾಟ್ನಿ ಅಪ್ಲಿ ಜಿವನ್ ಒಪ್ಸುನ್ ದಿಲಾತ್.