Acts 15:27 — Compare Translations

7 translations compared side by side

Odia - 1840
"ସମାନଙ୍କେ ଆମ୍ଭେ ଯିହୁଦା ଓ ଶୀଲାଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଲୁ। ସମାନେେ ତୁମ୍ଭମାନଙ୍କୁ ମୌଖିକ ଭାବେ ମଧ୍ଯ ଏହି ସବୁ କଥା କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହିସମସ୍ତ କଥା ଜଣାଇଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଯିହୁଦା ଓ ଶୀଲାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଉଛୁ। ଆମେ ଯାହା ଲେଖୁଛୁ, ସେମାନେ ବ୍ୟକ୍ତିଗତଭାବେ ତାହା ତୁମ୍ଭମାନଙ୍କୁ କହିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ଆମ୍ଭେ ଯିହୂଦା ଓ ଶୀଲାଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଲୁ। ସେମାନେ ତୁମ୍ଭମାନଙ୍କୁ ମୌଖିକ ଭାବେ ମଧ୍ୟ ଏହିସବୁ କଥା କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಅಮಿ ಜುದಾಕ್ ಅನಿ ಸಿಲಾಸಾಕ್ ತೆಂಚ್ಯಾ ವಾಂಗ್ಡಾ ಧಾಡುನ್ ದಿಲಾಂವ್, ಅಮಿ ಲಿವಲ್ಲಿ ಸಂಗ್ತಿಯಾ ತೆನಿ ತುಮ್ಕಾ ಸಾಂಗ್ತಾತ್.