Acts 15:29 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ମୂର୍ତ୍ତିଗୁଡ଼ିକ ନିକଟରେ ସମର୍ପିତ ଖାଦ୍ୟ ଖାଇବ ନାହିଁ। ତୁମ୍ଭମାନେେ ରକ୍ତ ଖାଇବ ନାହିଁ। ତଣ୍ଟି ଚ଼ିପି ମରାଯାଇଥିବା ପଶୁମାନଙ୍କୁ ତୁମ୍ଭମାନେେ ଖାଇବ ନାହିଁ। ତୁମ୍ଭମାନେେ ୟୌନ ପାପସବୁ କରିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସବୁରୁ ଆପଣା ଆପଣାକୁ ଯନି ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ । ଆପଣମାନଙ୍କର ମଙ୍ଗଳ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି କେତୋଟି ନିୟମ ହେଲା: ପ୍ରତିମାମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହୋଇଥିବା କୌଣସି ଖାଦ୍ୟ ଭୋଜନ କରିବ ନାହିଁ, ରକ୍ତ ପାନ କରିବ ନାହିଁ, ଗଳା ଚିପାଯାଇ ମରା ଯାଇଥିବା କୌଣସି ଜୀବର ମାଂସ ଭୋଜନ କରିବ ନାହିଁ ଏବଂ ଯୌନ ପାପରୁ ନିବୃତ୍ତ ହେବ। ଏହି ସବୁ କାର୍ଯ୍ୟ ନ କରିବା ପାଇଁ ସତର୍କ ରହିଲେ, ତୁମର ମଙ୍ଗଳ ହେବ। ଆମର ଶୁଭେଚ୍ଛା ଗ୍ରହଣ କର।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମୂର୍ତ୍ତିଗୁଡ଼ିକ ନିକଟରେ ସମର୍ପିତ ଖାଦ୍ୟ ଖାଇବ ନାହିଁ। ତୁମ୍ଭେମାନେ ରକ୍ତ ଖାଇବ ନାହିଁ। ତଣ୍ଟି ଚିପି ମରାଯାଇଥିବା ପଶୁମାନଙ୍କୁ ତୁମ୍ଭେମାନେ ଖାଇବ ନାହିଁ। ତୁମ୍ଭେମାନେ ଯୌନ ପାପସବୁ କରିବ ନାହିଁ। ଯଦି ତୁମ୍ଭେମାନେ ଏସବୁ ଜିନିଷଠାରୁ ନିଜକୁ ଅଲଗା ରଖିବ, ତେବେ ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କରିବ। ବିଦାୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।
Odia IRV 2017 (ଓଡିଆ ବାଇବେଲ)
ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ । ଆପଣମାନଙ୍କର ମଙ୍ଗଳ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮುರ್ತಿಯಾಕ್ನಿ ಭೆಟ್ವಲ್ಲೊ ಖಾನ್ ಖಾವ್ನಕಾಸಿ, ಅನಿ ರಗಾತ್ ಖಾವ್ನಕಾಸಿ, ಗಳೊ ಚಿರ್ಡುನ್ ಜಿವ್ ಕಾಡಲ್ಲ್ಯಾ ಜನಾವರಾಂಚೆ ಮಾಸ್ ಖಾವ್ನಕಾಸಿ, ಕಸ್ಲೊಬಿ ಅನೈತಿಕ್ ಅನಿ ಲೈಂಗಿಕ್ ಪಾಪ್ ಕರುನಕಾಸಿ, ತುಮಿ ಹ್ಯಾತುರ್ನ್ನಾ ಧುರ್ ರ್‍ಹಾಲ್ಯಾರ್ ತುಮ್ಕಾ ಬರೆ ಹೊತಾ ಅನಿ ತುಮ್ಕಾ ಬರೆಚ್ ಹೊಂವ್ದಿತ್.