Acts 15:3 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟୀୟ ମଣ୍ଡଳୀ ଦ୍ବାରା ସମାନଙ୍କେୁ ପଠାଗଲା। ସମାନେେ ଫୈନୀକିଆ ଓ ଶମିରୋଣ ଦଇଗେଲେ। ଅନ୍ୟ ଜାତୀୟ ଲୋକମାନେ କିପରି ପରମେଶ୍ବରଙ୍କ ପ୍ରତି ମନ ଫରୋଇଛନ୍ତି, ଏହା ସମାନେେ ସଠାେରେ କହିଲେ। ଏହା ଶୁଣି ଭାଇମାନେ ବହୁତ ଖୁସି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ମଣ୍ତଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ବିଜାତିମାନଙ୍କ ମନ ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଣ୍ଡଳୀ ସେମାନଙ୍କ ଯାତ୍ରାର ସୁବିଧା କରିଦେଇ ପଠାଇଲା ଏବଂ ସେମାନେ ଫିନିସିଆ ଓ ଶମିରୋଣ ଦେଇ ଯିବା ସମୟରେ ଅଣଇହୁଦୀମାନେ କିପରି ମନ ପରିବର୍ତ୍ତନ କରି ଈଶ୍ୱରପରାୟଣ ହୋଇଛନ୍ତି, ସେ ବିଷୟ ଜଣାଇଲେ; ଏହି ସମ୍ବାଦ ଶୁଣି ବିଶ୍ୱାସୀମାନେ ଅତ୍ୟନ୍ତ ଆନନ୍ଦିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟିୟ ମଣ୍ଡଳୀ ଦ୍ୱାରା ସେମାନଙ୍କୁ ପଠାଗଲା। ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଗଲେ। ଅନ୍ୟ ଜାତୀୟ ଲୋକମାନେ କିପରି ପରମେଶ୍ୱରଙ୍କ ପ୍ରତି ମନ ଫେରାଇଛନ୍ତି, ଏହା ସେମାନେ ସେଠାରେ କହିଲେ। ଏହା ଶୁଣି ଭାଇମାନେ ବହୁତ ଖୁସୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୁଦୀମାନଙ୍କ ମନ-ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୖେନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୂଦୀମାନଙ୍କ ମନ ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ತಾಂಡ್ಯಾಚ್ಯಾ ಲೊಕಾನಿ ಹೆಂಕಾ ಧಾಡುನ್ ದಿಲ್ಯಾನಿ, ತೆನಿ ಪೊಯಿನಿಕ್ಯಾ ಅನಿ ಸಮರ್ಯಾ ಮನ್ತಲ್ಯಾ ಗಾಂವಾಂಚ್ಯಾ ವಾಟೆನ್ ಗೆಲೆ, ತೆನಿ ಹ್ಯಾ ಗಾಂವಾತ್ನಿ ಜುದೆವಾಂಚಿ ನ್ಹಯ್ ಹೊಲ್ಲಿ ಲೊಕಾಬಿ ದೆವಾಕ್ಡೆ ಪರ್ತುನ್ ಯೆಲ್ಲ್ಯಾ ವಿಶಯಾತ್ ಸಾಂಗ್ಲ್ಯಾನಿ, ಹೆ ಆಯ್ಕುನ್ ಭಾವಾಕ್ನಿಬಿ ಲೈ ಕುಶಿ ಹೊಲಿ.