Acts 15:32 — Compare Translations

7 translations compared side by side

Odia - 1840
"ୟିହୂଦା ଓ ଶୀଲା ଦୁ ହେଁ ମଧ୍ଯ ଭାବବାଦୀ ଥିଲେ। ସମାନେେ ଭାଇମାନଙ୍କୁ ଉତ୍ସାହ ଦଇେ ଅନକେ କଥା କହିଲେ ଓ ସମାନଙ୍କେୁ ଶକ୍ତିୟୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ଵାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିହୁଦା ଓ ଶୀଲା ନିଜେ ଭାବବାଦୀ ଥିଲେ ଏବଂ ସେମାନେ ଆଣ୍ଟିୟୋଖର ବିଶ୍ୱାସୀମାନଙ୍କୁ ଅନେକ ସମୟ ପର୍ଯ୍ୟନ୍ତ ଉଦ୍ବୋଧନ ଦେଇ ସେମାନଙ୍କ ବିଶ୍ୱାସକୁ ଦୃଢ଼ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦା ଓ ଶୀଲା ଦୁହେଁ ମଧ୍ୟ ଭାବବାଦୀ ଥିଲେ। ସେମାନେ ଭାଇମାନଙ୍କୁ ଉତ୍ସାହ ଦେଇ ଅନେକ କଥା କହିଲେ ଓ ସେମାନଙ୍କୁ ଶକ୍ତିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದ್ ಅನಿ ಸಿಲಾಸ್ ಮನ್ತಲೆ ಪ್ರವಾದಿ ಹೊವ್ನ್ ಹೊತ್ತೆ, ತೆನಿ ಭಾವಾಕ್ನಿ ಅನಿ ಭೆನಿಯಾಕ್ನಿ ಲೈ ಸಂಗ್ತಿಯಾ ಸಾಂಗುನ್ ಉಮ್ಮೆದ್ ಭರ್‍ಲ್ಯಾನಿ.