Acts 15:33 — Compare Translations
7 translations compared side by side
Odia - 1840
"ସଠାେରେ କିଛି ଦିନ ରହିବାପରେ ଯେଉଁମାନେ ସମାନଙ୍କେୁ ପଠାଇଥିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ସେଠାରେ କେତେକ କାଳ ଯାପନ କଲା ଉତ୍ତାରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ି ଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ କିଛି ସମୟ ଅତିବାହିତ କରିବା ପରେ ଯେଉଁମାନେ ସେମାନଙ୍କୁ ପଠାଇଥିଲେ, ସେମାନଙ୍କ ନିକଟକୁ ଫେରିଯିବା ପାଇଁ ବିଶ୍ୱାସୀମାନେ ସେମାନଙ୍କୁ ଶାନ୍ତିରେ ବିଦାୟ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ କିଛି ଦିନ ରହିବାପରେ ଯେଉଁମାନେ ସେମାନଙ୍କୁ ପଠାଇଥିଲେ, ଯିରୁଶାଲମର ସେହି ଭାଇମାନଙ୍କ ପାଖକୁ ଫେରି ଯିବା ପାଇଁ ଶାନ୍ତିରେ ବିଦାୟ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದ್ ಅನಿ ಸಿಲಾಸ್ ಥೈಚ್ ರಾವ್ನ್, ಭಾವಾ ಅನಿ ಭೆನಿಯಾನಿ ಸಮಾಧಾನಾಚೊ ಆಶಿರ್ವಾದ್ ದಿವ್ನ್ ಧಾಡ್ಲ್ಯಾನಿ ಅನಿ ತೆನಿ ತೆಂಕಾ ಧಾಡುನ್ ದಿಲ್ಲ್ಯಾಂಚ್ಯಾಕ್ಡೆ ಗೆಲೆ.