Acts 15:35 — Compare Translations
7 translations compared side by side
Odia - 1840
"କିନ୍ତୁ ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆ ରେ ରହିଲେ ଏବଂ ଅନ୍ୟମାନଙ୍କ ସହିତ ସମାନେେ ଲୋକମାନଙ୍କୁ ପ୍ରଭୁଙ୍କର ବାକ୍ଯ ଶିକ୍ଷା ଦେଲେ ଏବଂ ସୁସମାଚ଼ାର ପ୍ରଚ଼ାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ଓ ବର୍ଣ୍ଣବା ଆଣ୍ଟିୟୋଖରେ କିଛି କାଳ ଅତିବାହିତ କରି ଅନେକଙ୍କ ସହିତ ମିଳିମିଶି ପ୍ରଭୁଙ୍କ ବାକ୍ୟ ପ୍ରଚାର କଲେ ଓ ଶିକ୍ଷା ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହିଲେ ଏବଂ ଅନ୍ୟମାନଙ୍କ ସହିତ ସେମାନେ ଲୋକମାନଙ୍କୁ ପ୍ରଭୁଙ୍କର ବାକ୍ୟ ଶିକ୍ଷା ଦେଲେ ଏବଂ ସୁସମାଗ୍ଭର ପ୍ରଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಅನಿ ಬಾರ್ನಾಬಾಸ್ ಅಂತಿಯೊಕಾತ್ ರ್ಹಾವ್ನ್, ಹುರಲ್ಲ್ಯಾ ಲೈ ಲೊಕಾಂಚ್ಯಾ ವಾಂಗ್ಡಾ ಮಿಳುನ್ ದೆವಾಚಿ ಬರಿ ಖಬರ್ ಪರ್ಗಟ್ ಕರ್ಲ್ಯಾನಿ ಅನಿ ಧನಿಯಾಚೆ ಶಿಕಾಪ್ ಲೊಕಾಕ್ನಿ ಕಳ್ವುಲ್ಯಾನಿ.