Acts 15:36 — Compare Translations

7 translations compared side by side

Odia - 1840
"ପାଉଲ କିଛି ଦିନ ପରେ ବର୍ଣ୍ଣବ୍ବାଙ୍କୁ କହିଲେ, ଚ଼ାଲ, ଆମ୍ଭମାନେେ ଫରେିବା ଆଉ ଆମ୍ଭମାନେେ ପ୍ରଭୁଙ୍କର ବାକ୍ଯ ଯେଉଁ ପ୍ରେତ୍ୟକକ ସହର ରେ ପ୍ରଚ଼ାର କରିଛୁ, ସହେି ସବୁ ସହରକୁ ଯାଇ ଅମ୍ଭ ଭାଇମାନଙ୍କୁ ଦେଖିବା, ଆଉ ସମାନଙ୍କେ ଭଲମନ୍ଦ ବୁଝିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହିସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିଛିଦିନ ପରେ ପାଉଲ ବର୍ଣ୍ଣବାଙ୍କୁ କହିଲେ, “ଚାଲ, ଆମେ ଫେରିଯିବା, ପ୍ରତି ସହରରେ ଯେଉଁ ଭାଇମାନଙ୍କୁ ପ୍ରଭୁଙ୍କ ବାକ୍ୟ ଶୁଣାଇଥିଲୁ, ସେମାନଙ୍କୁ ଭେଟିବା ଓ ସେମାନେ କିପରି ଅଛନ୍ତି, ବୁଝିବା।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଓ ବର୍ଣ୍ଣ‌ବ୍‌‌ବା ଅଲଗା ହୋଇଗଲେ ପାଉଲ କିଛି ଦିନ ପରେ ବର୍ଣ୍ଣ‌ବ୍‌‌ବାଙ୍କୁ କହିଲେ, “ଗ୍ଭଲ, ଆମ୍ଭେମାନେ ଫେରିବା ଆଉ ଆମ୍ଭେମାନେ ପ୍ରଭୁଙ୍କର ବାକ୍ୟ ଯେଉଁ ପ୍ରତ୍ୟେକ ସହରରେ ପ୍ରଗ୍ଭର କରିଛୁ, ସେହିସବୁ ସହରକୁ ଯାଇ ଆମ୍ଭ ଭାଇମାନଙ୍କୁ ଦେଖିବା, ଆଉ ସେମାନଙ୍କ ଭଲମନ୍ଦ ବୁଝିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା।
Odia IRV 2017 (ଓଡିଆ ବାଇବେଲ)
କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲಿ ದಿಸಾ ಹೊಲ್ಲ್ಯಾ ತನ್ನಾ ಪಾವ್ಲುನ್ ಬಾರ್ನಾಬಾಕ್, ಅಮಿ ದೆವಾಚಿ ಗೊಸ್ಟಿಯಾ ಸಾಂಗಲ್ಲ್ಯಾ ಲೈ ಶಾರಾತ್ನಿ ಭಾವಾಕ್ನಿ ಅನಿ ಭೆನಿಯಾಕ್ನಿ ಭೆಟುನ್ ತೆನಿ ಕಶೆ ಹಾತ್ ಮನುನ್ ಬಗುನ್ ಯೆಂವ್ವಾ ಮನುನ್ ಸಾಂಗ್ಲ್ಯಾನ್.