Acts 15:39 — Compare Translations
7 translations compared side by side
Odia - 1840
"ଏଥିପାଇଁ ସମାନଙ୍କେ ମଧିଅରେ ଘାରେ ମତଭଦେ ହେଲା। ଏହା ଫଳ ରେ, ପାଉଲ ଓ ବର୍ଣ୍ଣବ୍ବା ପରସ୍ପରଠାରୁ ଅଲଗା ହାଇଗେଲେ। ବର୍ଣ୍ଣବ୍ବା ମାର୍କଙ୍କୁ ନଇେ ଜଳ ପଥରେ କୂପ୍ର ଉପଦ୍ବୀପକୁ ଚ଼ାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ କୁପ୍ରକୁ ଗମନ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ବିଷୟରେ ଭୀଷଣ ଯୁକ୍ତିତର୍କ ହେଲା ଓ ସେମାନଙ୍କର ବିଚ୍ଛେଦ ହେଲା। ବର୍ଣ୍ଣବା ମାର୍କଙ୍କୁ ନେଇ ସାଇପ୍ରସ୍ଙ୍କୁ ଜଳଯାତ୍ରା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ସେମାନଙ୍କ ମଧ୍ୟରେ ଘୋର ମତଭେଦ ହେଲା। ଏହା ଫଳରେ, ପାଉଲ ଓ ବର୍ଣ୍ଣବ୍ବା ପରସ୍ପରଠାରୁ ଅଲଗା ହୋଇଗଲେ। ବର୍ଣ୍ଣବ୍ବା ମାର୍କଙ୍କୁ ନେଇ ଜଳ ପଥରେ କୂପ୍ର ଉପଦ୍ୱୀପକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ ସାଇପ୍ରସ୍ ଦ୍ବୀପକୁ ଗମନ କଲେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ କୁପ୍ରକୁ ଗମନ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ವಿಶಯಾತ್ ಪಾವ್ಲುಕ್ ಅನಿ ಬಾರ್ನಾಬಾಸಾಕ್ ಝಗ್ಡೊ ಹೊಲೊ, ತೆನಿ ಎಗ್ಳೆ ಹೊವ್ನ್ ದುಸ್ರ್ಯಾ ವಾಟಾನಿ ಗೆಲೆ, ಬಾರ್ನಾಬಾಸ್ ಮಾರ್ಕಾಚ್ಯಾ ವಾಂಗ್ಡಾ ಢೊನಾತ್ನಾ ಸೈಪ್ರಸಾಕ್ ಗೆಲೊ.