Acts 15:4 — Compare Translations
7 translations compared side by side
Odia - 1840
"ପାଉଲ, ବର୍ଣ୍ଣବ୍ବା ଓ ଅନ୍ୟମାନେ ୟିରୂଶାଲମ ରେ ପହନ୍ଚିଲେ। ପ୍ ରରେିତ, ପ୍ରାଚ଼ୀନ ଓ ଅନ୍ୟ ବିଶ୍ବାସୀମାନେ ସଠାେରେ ସମାନଙ୍କେୁ ସ୍ବାଗତ କଲେ। ପରମେଶ୍ବର ସମାନଙ୍କେ ସହିତ ଯାହା ସବୁ କରିଥିଲେ, ସେ ସବୁକଥା ସମାନେେ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ମଣ୍ତଳୀ, ପୁଣି ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ଵାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ଵର ସେମାନଙ୍କ ସାଙ୍ଗରେ ଥାଇ ଯେସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯିରୂଶାଲମରେ ପହଞ୍ଚିବା ପରେ ମଣ୍ଡଳୀ, ପ୍ରେରିତ ଶିଷ୍ୟ ଓ ମଣ୍ଡଳୀର ନେତାମାନେ ସେମାନଙ୍କୁ ସ୍ୱାଗତ କଲେ। ଈଶ୍ୱର ସେମାନଙ୍କ ଦ୍ୱାରା କରିଥିବା କାର୍ଯ୍ୟ ସମ୍ପର୍କରେ ପାଉଲ ଓ ବର୍ଣ୍ଣବା ସେମାନଙ୍କୁ ଜଣାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ, ବର୍ଣ୍ଣବ୍ବା ଓ ଅନ୍ୟମାନେ ଯିରୁଶାଲମରେ ପହଞ୍ଚିଲେ। ପ୍ରେରିତ, ପ୍ରାଚୀନ ଓ ଅନ୍ୟ ବିଶ୍ୱାସୀମାନେ ସେଠାରେ ସେମାନଙ୍କୁ ସ୍ୱାଗତ କଲେ। ପରମେଶ୍ୱର ସେମାନଙ୍କ ସହିତ ଯାହାସବୁ କରିଥିଲେ, ସେ ସବୁକଥା ସେମାନେ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହି ସବୁ ବର୍ଣ୍ଣନା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಬಾರ್ನಾಬಾಸ್ ಅನಿ ಉಲ್ಲಿ ಲೊಕಾ ಜೆರುಜಲೆಮಾಕ್ ಅಪೊಸ್ತಲಾನಿ, ಜಾಂನ್ತ್ಯಾ ಲೊಕಾನಿ ಅನಿ ತಾಂಡ್ಯಾಚ್ಯಾ ಲೊಕಾನಿ ತೆಂಕಾ ಸ್ವಾಗತ್ ಕರ್ಲ್ಯಾನಿ, ತೆನಿ ಸಗ್ಳ್ಯಾನಿ ದೆವಾನ್ ಅಪ್ಲ್ಯಾ ವಾಂಗ್ಡಾ ಕರಲ್ಲ್ಯಾ ಬರ್ಯಾ ಕಾಮಾಂಚ್ಯಾ ವಿಶಯಾತ್ ಥೈತ್ಲ್ಯಾ ಲೊಕಾಕ್ನಿ ಸಾಂಗ್ಲ್ಯಾನಿ.