Acts 15:40 — Compare Translations

7 translations compared side by side

Odia - 1840
"ପାଉଲ ଶୀଲାଙ୍କୁ ତାହାଙ୍କ ସହିତ ନବୋପାଇଁ ବାଛିଲେ। ଆନ୍ତିୟଖିଆ ରେ ଭାଇମାନେ ପାଉଲଙ୍କୁ ପ୍ରଭୁଙ୍କ ଅନୁଗ୍ରହ ଓ ତତ୍ତ୍ବାବଧାନ ରେ ସମର୍ପଣ କରି ବିଦାୟ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ଵାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କଲେ ଓ ବିଶ୍ୱାସୀମାନଙ୍କ ଦ୍ୱାର ପ୍ରଭୁଙ୍କଠାରେ ସମର୍ପିତ ହୋଇ ବିଦାୟ ନେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଶୀଲାଙ୍କୁ ତାହାଙ୍କ ସହିତ ନେବା ପାଇଁ ବାଛିଲେ। ଆନ୍ତିୟଖିଆରେ ଭାଇମାନେ ପାଉଲଙ୍କୁ ପ୍ରଭୁଙ୍କ ଅନୁଗ୍ରହ ଓ ତତ୍ତ୍ୱାବଧାନରେ ସମର୍ପଣ କରି ବିଦାୟ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ಅಪ್ನಾ ವಾಂಗ್ಡಾ ಸಿಲಾಸ್ ಮನ್ತಲ್ಯಾಕ್ ಬಲ್ವುನ್ ಘೆವ್ನ್ ಗೆಲ್ಯಾನ್, ಅಂತಿಯೊಕ್ಯಾತ್ಲಾ ಭಾವಾನಿ ಪಾವ್ಲುಕ್ ಧನಿಯಾಚ್ಯಾ ಕುರ್ಪೆಚ್ಯಾ ಹಾತಿತ್ ಒಪ್ಸುನ್ ಧಾಡುನ್ ದಿಲ್ಯಾನಿ.