Acts 15:41 — Compare Translations
7 translations compared side by side
Odia - 1840
"ପାଉଲ ଓ ଶୀଲା ସିରିଆ ଓ କିଲିକିଯା ଦେଶ ଦଇେ ଗଲେ ଓ ମଣ୍ଡଳୀଗୁଡ଼ିକୁ ଶକ୍ତିଶାଳୀ ହବୋପାଇଁ ସାହାୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସୁରିଆ ଓ କିଲିକିଆ ଦେଇ ଯାଉ ଯାଉ ମଣ୍ତଳୀସମୂହଙ୍କୁ ସୁସ୍ଥିର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ମଣ୍ଡଳୀଗୁଡ଼ିକୁ ବଳିଷ୍ଠ କରି ସିରିଆ ଓ ସିଲିଷୀଆ ମଧ୍ୟ ଦେଇ ଯାତ୍ରା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଓ ଶୀଲା ସିରିଆ ଓ କିଲିକିୟା ଦେଶ ଦେଇ ଗଲେ ଓ ମଣ୍ଡଳୀଗୁଡ଼ିକୁ ଶକ୍ତିଶାଳୀ ହେବା ପାଇଁ ସାହାଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀ-ସମୂହକୁ ସୁସ୍ଥିର କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀସମୂହଙ୍କୁ ସୁସ୍ଥିର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಿರಿಯಾ ಅನಿ ಸಿಲಿಸಿಯಾ ಮನ್ತಲ್ಯಾ ಗಾಂವಾತ್ನಾ ದಾಟುನ್ ಜಾವನ್ಗೆತ್ ಥೈತ್ಲ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಿ ಲೈ ಘಟ್ ಕರ್ಲ್ಯಾನಿ.