Acts 15:5 — Compare Translations

7 translations compared side by side

Odia - 1840
"କିନ୍ତୁ ଫାରୂଶୀମାନଙ୍କ ଦଳର କେତକେ ବିଶ୍ବାସୀ ଲୋକ ଠିଆ ହାଇେ କହିଲେ, ଅନ୍ୟ ଜାତୀୟମାନଙ୍କୁ ନିଶ୍ଚିତରୂପେ ସୁନ୍ନତ ହବୋକୁ ପଡ଼ିବ ଓ ମାଶାଙ୍କେ ବ୍ଯବସ୍ଥା ମାନିବାକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଫାରୂଶୀଦଳର କେତେକ ଜଣ ବିଶ୍ଵାସୀ ଉଠି କହିଲେ, ବିଜାତୀୟ ଶିଷ୍ୟମାନଙ୍କୁ ସୁନ୍ନତ୍ କରିବା ଓ ମୋଶାଙ୍କର ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଫାରୂଶୀ ମତାବଲମ୍ବୀ କେତେକ ବିଶ୍ୱାସୀ ଠିଆ ହୋଇ କହିଲେ, “ଅଣଇହୁଦୀମାନେ ସୁନ୍ନତ ହେବାକୁ ବାଧ୍ୟ ଏବଂ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ପାଇଁ ସେମାନଙ୍କୁ କୁହାଯିବା ଉଚିତ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଫାରୂଶୀମାନଙ୍କ ଦଳର କେତେକ ବିଶ୍ୱାସୀ ଲୋକ ଠିଆ ହୋଇ କହିଲେ, “ଅନ୍ୟ ଜାତୀୟମାନଙ୍କୁ ନିଶ୍ଚିତରୂପେ ସୁନ୍ନତ ହେବାକୁ ପଡ଼ିବ ଓ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ପଡ଼ିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଫାରୂଶୀଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୂଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವಾಚ್ಯಾ ಲೊಕಾಂತ್ಲಿ ಥೊಡಿ ಲೊಕಾ ಫಾರಿಜೆವಾಂಚ್ಯಾ ತಾಂಡ್ಯಾಚಿ ಲೊಕಾ ಹೊಲ್ಲಿ ಅನಿ ತೆನಿ ಉಟುನ್ ಇಬೆ ರ್‍ಹಾವ್ನ್ “ಜುದೆವಾಂಚಿ ನ್ಹಯ್ ಹೊಲ್ಲ್ಯಾ ಲೊಕಾನಿ ಸುನ್ನತ್ ಕರುನ್ ಘೆವ್ಚೆ ಅನಿ ತೆನಿ ಮೊಯ್ಜೆಚ್ಯಾ ಖಾಯ್ದ್ಯಾಂಚ್ಯಾ ಪುಸ್ತಕಾಕ್ ಮಾನುಚೆ ಮನುನ್ ಅಮಿ ತೆಂಕಾ ಸಾಂಗುಚೆ!” ಮಟ್ಲ್ಯಾನಿ.