Acts 15:7 — Compare Translations

7 translations compared side by side

Odia - 1840
"ବହୁତ ବାଦବିବାଦ ପରେ ପିତର ଠିଆ ହେଲେ ଓ ସମାନଙ୍କେୁ କହିଲେ, ଭାଇମାନେ, ତୁମ୍ଭମାନେେ ଜାଣ ଯେ, ଅନ୍ୟଜାତୀୟମାନେ ଯେପରି ସୁସମାଚ଼ାର ବାର୍ତ୍ତା ଶୁଣିପାରନ୍ତି ଓ ତାହା ଶୁଣି ବିଶ୍ବାସ କରିପାରନ୍ତି, ଏଥିନିମନ୍ତେ ପରମେଶ୍ବର ବହୁତପୂର୍ବରୁ ତୁମ୍ଭମାନଙ୍କ ମଧ୍ଯରୁ ମାେତେ ବାଛିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ଵାରା ବିଜାତିମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ଵାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ଵର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୀର୍ଘ ଆଲୋଚନା ପରେ ପିତର ଠିଆ ହୋଇ କହିଲେ, “ଭାଇମାନେ, ତୁମ୍ଭେମାନେ ଜାଣ ଯେ ଅନେକ ଦିନ ପୂର୍ବରୁ ଈଶ୍ୱର ଅଣଇହୁଦୀମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କରି ସେଥିପ୍ରତି ସେମାନଙ୍କର ବିଶ୍ୱାସ ଜନ୍ମାଇବା ପାଇଁ ତୁମ ମଧ୍ୟରୁ ମୋତେ ମନୋନୀତ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବହୁତ ବାଦବିବାଦ ପରେ ପିତର ଠିଆ ହେଲେ ଓ ସେମାନଙ୍କୁ କହିଲେ, “ଭାଇମାନେ, ତୁମ୍ଭେମାନେ ଜାଣ ଯେ, ଅନ୍ୟଜାତୀୟମାନେ ଯେପରି ସୁସମାଗ୍ଭର ବାର୍ତ୍ତା ଶୁଣିପାରନ୍ତି ଓ ତାହା ଶୁଣି ବିଶ୍ୱାସ କରି ପାରନ୍ତି, ଏଥିନିମନ୍ତେ ପରମେଶ୍ୱର ବହୁ ପୂର୍ବରୁ ତୁମ୍ଭମାନଙ୍କ ମଧ୍ୟରୁ ମୋତେ ବାଛିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୁଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ବର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୂଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ୱର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ಯೆಳ್ ಚರ್ಚಾ ಕರುನ್ ಹೊಲ್ಲ್ಯಾ ಮಾನಾ, ಪೆದ್ರುನ್ ಉಟುನ್ ಇಬೆ ರಾವ್ನ್ ತೆಂಕಾ, ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ಜುದೆವಾಂಚೆ ನ್ಹಯ್ ಹೊಲ್ಲ್ಯಾ ಲೊಕಾಕ್ನಿ ದೆವಾಚಿ ಬರಿ ಖಬರ್ ಸಾಂಗುಕ್ ಮನುನ್ ತುಮ್ಚ್ಯಾತ್ನಾ ಮಾಕಾ ದೆವಾನ್ ಲೈ ದಿಸಾಂಚ್ಯಾ ಅದ್ದಿಚ್ ಎಚುನ್ ಘೆಟ್ಲ್ಯಾನ್, ಅನಿ ತೆನಿ ಮಾಜಿ ಶಿಕಾಪಾ ಆಯ್ಕುನ್ ದೆವಾಚೆರ್ ವಿಶ್ವಾಸ್ ಥವ್ಲ್ಯಾನಿ ಮನ್ತಲೆ ತುಮ್ಕಾಚ್ ಗೊತ್ತ್ ಹಾಯ್.