Acts 15:8 — Compare Translations
7 translations compared side by side
Odia - 1840
"ପରମେଶ୍ବର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସହେି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ବର ଆମ୍ଭକୁ ଯେପରି ପବିତ୍ର ଆତା୍ମଙ୍କୁ ଦାନ କରିଥିଲେ, ସହେିପରି ସମାନଙ୍କେୁ ମଧ୍ଯ ପବିତ୍ର ଆତ୍ମା ଦାନ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ତର୍ଯ୍ୟାମୀ ଈଶ୍ଵର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସମସ୍ତଙ୍କ ମନର ଚିନ୍ତା ଜାଣିପାରୁଥିବା ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ରଆତ୍ମା ଦାନ କରିଛନ୍ତି, ଅଣଇହୁଦୀମାନଙ୍କୁ ମଧ୍ୟ ଠିକ୍ ସେହିପରି ଦାନ ଦେଇ ସେମାନଙ୍କୁ ଗ୍ରହଣ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସେହି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମାଙ୍କୁ ଦାନ କରିଥିଲେ, ସେହିପରି ସେମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦାନ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବାନ୍ତର୍ଯ୍ୟାମୀ ଈଶ୍ବର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಲೊಕಾಂಚಿ ಯೆವ್ಜನಿಯಾಬಿ ಗೊತ್ತ್ ಹೊತ್ತ್ಯಾ ದೆವಾನ್ ಜುದೆವ್ ನ್ಹಯ್ ಹೊಲ್ಲ್ಯಾ ಲೊಕಾಕ್ನಿ ಅಪ್ಲಿ ಲೊಕಾ ಮನುನ್ ಸಾಕ್ಷಿ ದಿಲ್ಯಾನ್. ದೆವಾನ್ ಅಮ್ಕಾ ದಿಲ್ಲ್ಯಾ ಸಾರ್ಕೆಚ್ ತೆಂಕಾಬಿ ಪವಿತ್ರ್ ಆತ್ಮೊ ದಿವ್ನ್ ಹೆ ಖರೆ ಮನುನ್ ದಾಕ್ವುನ್ ದಿಲ್ಯಾನ್.