Acts 15:9 — Compare Translations
7 translations compared side by side
Odia - 1840
"ଏହାଦ୍ବାରା ପରମେଶ୍ବର ଆମ୍ଭମାନଙ୍କର ଓ ସମାନଙ୍କେ ମଧିଅରେ କୌଣସି ତଫାତ ରଖିଲେ ନାହିଁ। ସେ ସମାନଙ୍କେର ବିଶ୍ବାସ ଦ୍ବାରା ସମାନଙ୍କେର ହୃଦୟକୁ ପବିତ୍ର କରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ପ୍ରଭେଦ ନ ରଖି ବିଶ୍ଵାସ ଦ୍ଵାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ ସେ କୌଣସି ପାର୍ଥକ୍ୟ ରଖିନାହାନ୍ତି। ସେମାନଙ୍କ ବିଶ୍ୱାସ ହେତୁ ସେ ସେମାନଙ୍କ ପାପ କ୍ଷମା କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦ୍ୱାରା ପରମେଶ୍ୱର ଆମ୍ଭମାନଙ୍କର ଓ ସେମାନଙ୍କ ମଧ୍ୟରେ କୌଣସି ତଫାତ୍ ରଖିଲେ ନାହିଁ। ସେ ସେମାନଙ୍କର ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟକୁ ପବିତ୍ର କରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ଦଳଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ପ୍ରଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ನದ್ರೆತ್ ಅಮ್ಕಾ ಅನಿ ತೆಂಕಾ ಕಸ್ಲೊ ಫರಕ್ ಬಿ ನಾ, ತೆನಿ ವಿಶ್ವಾಸ್ ಕರಲ್ಲ್ಯಾ ಸಾಟ್ನಿ ದೆವಾನ್ ತೆಂಚಿ ಪಾಪಾ ಮಾಪಿ ಕರ್ಲ್ಯಾನ್.