Acts 16:10 — Compare Translations

7 translations compared side by side

Odia - 1840
"ପାଉଲ ଦର୍ଶନ ପାଇବା ପରେ ଆମ୍ଭେ ସଙ୍ଗେ ସଙ୍ଗେ ମାକିଦନିଆକୁ ୟିବାପାଇଁ ପ୍ରସ୍ତୁତ ହେଲୁ। ଆମ୍ଭେ ହୃଦୟଙ୍ଗମ କଲୁ ଯେ, ପ୍ରଭୁ ସମାନଙ୍କେ ନିକଟରେ ସୁସମାଚ଼ାର ପହଞ୍ଚାଇବା ପାଇଁ ଆମ୍ଭକୁ ଡ଼ାକିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ଵର ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ଏହି ଦର୍ଶନ ପାଇବାକ୍ଷଣି ମାସିଦୋନିଆକୁ ଯିବା ପାଇଁ ଆମେ ପ୍ରସ୍ତୁତ ହେଲୁ, କାରଣ ଆମ୍ଭେମାନେ ନିଶ୍ଚିତଭାବେ ଜାଣିଲୁ, ଈଶ୍ୱର ସେଠାକାର ଲୋକମାନଙ୍କ ମଧ୍ୟରେ ଶୁଭବାର୍ତ୍ତା ପ୍ରଚାର କରିବା ପାଇଁ ଆମକୁ ଆହ୍ୱାନ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଦର୍ଶନ ପାଇବା ପରେ ଆମ୍ଭେ ସଙ୍ଗେ ସଙ୍ଗେ ମାକିଦନିଆକୁ ଯିବା ପାଇଁ ପ୍ରସ୍ତୁତ ହେଲୁ। ଆମ୍ଭେ ହୃଦୟଙ୍ଗମ କଲୁ ଯେ, ପ୍ରଭୁ ସେମାନଙ୍କ ନିକଟରେ ସୁସମାଗ୍ଭର ପହଞ୍ଚାଇବା ପାଇଁ ଆମ୍ଭକୁ ଡାକିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍‌କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ବର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ।
Odia IRV 2017 (ଓଡିଆ ବାଇବେଲ)
ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍‌କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ୱର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ತೆ ದರ್ಶನ್ ಬಗಲ್ಯಾ ತನ್ನಾ ಥೈತ್ಲ್ಯಾ ಲೊಕಾಕ್ನಿ ಬರಿ ಖಬರ್ ಕಳ್ವುಕ್ ಸಾಟ್ನಿ ದೆವಾನ್ ಅಮ್ಕಾ ಬಲ್ವುಲಾ ಮನುನ್ ಅರ್ಥ್ ಕರುನ್ ಘೆವ್ನ್ ಮೆಸೆದೊನಿಯಾಕ್ ಜಾವ್ಕ್ ಅಮಿ ತಯಾರ್ ಹೊತ್ತಾಂವ್.