Acts 16:12 — Compare Translations

7 translations compared side by side

Odia - 1840
"ସଠାରୁେ ଆମ୍ଭେ ମାକିଦନିଆ ଜିଲ୍ଲାର ଗୋଟିଏ ପ୍ରଧାନ ନଗର ଫିଲପ୍ପୀକୁ ଗଲୁ। ଏହା ରୋମୀୟମାନଙ୍କର ନଗର ଥିଲା। ଆମ୍ଭେ ସହେି ନଗର ରେ କିଛି ଦିନ ରହିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରୁ ଫିଲିପ୍‍ପୀକୁ ଗଲୁ, ଏହା ମାକିଦନିଆର ସେହି ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରୁ ଆମ୍ଭେମାନେ ମାସିଦୋନିଆ ଜିଲ୍ଲାର ପ୍ରଧାନ ନଗରୀ ଫିଲିପ୍ପୀକୁ ଗଲୁ। ଏହି ନଗରୀ ଏକ ରୋମୀୟ ଉପନିବେଶ ଥିଲା। ଆମେ ସେଠାରେ ଅନେକ ଦିନ କଟାଇଲୁ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରୁ ଆମ୍ଭେ ମାକିଦନିଆ ଜିଲ୍ଲାର ଗୋଟିଏ ପ୍ରଧାନ ନଗର ଫିଲପ୍ପୀକୁ ଗଲୁ। ଏହା ରୋମୀୟମାନଙ୍କର ନଗର ଥିଲା। ଆମ୍ଭେ ସେହି ନଗରରେ କିଛି ଦିନ ରହିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆ ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ।
Odia IRV 2017 (ଓଡିଆ ବାଇବେଲ)
ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆର ସେହି ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈತ್ನಾ ಫಿಲಿಪ್ಪಿ ಪ್ರಾಂತ್ಯಾತ್ ಗೆಲಾಂವ್, ತೆ ಮೆಸೆದೊನಿಯಾಚೆ ಎಕ್ ಶಾರ್ ಹೊವ್ನ್ ಹೊತ್ತೆ, ಅನಿ ರೊಮನ್ನಾಂಚೊ ವಾಡೊ ಹೊಲ್ಲೊ ಹೊತ್ತೊ, ಅಮಿ ಥೈ ಉಲ್ಲ್ಯಾ ದಿಸಾಂಚ್ಯಾ ಪತರ್ ಹೊತ್ತ್ಯಾಂವ್.