Acts 16:13 — Compare Translations

7 translations compared side by side

Odia - 1840
"ବିଶ୍ରାମବାର ଦିନ ଆମ୍ଭେ ନଗରଦ୍ବାର ବାହା ରେ ନଦୀ କୂଳ ଆଡ଼େ ଗଲୁ। ଆମ୍ଭେ ଭାବିଥିଲୁ ଯେ, ସଠାେରେ ପ୍ରାର୍ଥନା କରିବା ପାଇଁ ଗୋଟିଏ ସ୍ଥାନ ଥିବ। ଆମ୍ଭେ ସଠାେରେ ବସିଲୁ ଓ ସଠାେରେ ଏକତ୍ରୀତ ହାଇେଥିବା ସ୍ତ୍ରୀମାନଙ୍କ ସହିତ କଥା ହେଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ରାମବାରରେ ଆମ୍ଭେମାନେ ନଗରଦ୍ଵାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କୁ କଥା କହିବାକୁ ଲାଗିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ରାମବାର ଦିନ ନଗର ବାହାରେ ଥିବା ନଦୀ ତୀରକୁ ଗଲୁ। ଆମେ ଭାବିଥିଲୁ, ସେଠାରେ ଇହୁଦୀମାନେ ଏକତ୍ରିତ ହୋଇ ପ୍ରାର୍ଥନା କରିବା ପାଇଁ ଗୋଟିଏ ସ୍ଥାନ ଥିବ। ଆମେ ତଳେ ବସିଲୁ ଓ ସେଠାରେ ଏକତ୍ରିତ ହୋଇଥିବା ସ୍ତ୍ରୀ ଲୋକମାନଙ୍କ ସହିତ ଆଳାପ କଲୁ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ରାମବାର ଦିନ ଆମ୍ଭେ ନଗରଦ୍ୱାର ବାହାରେ ନଦୀ କୂଳ ଆଡ଼େ ଗଲୁ। ଆମ୍ଭେ ଭାବିଥିଲୁ ଯେ, ସେଠାରେ ପ୍ରାର୍ଥନା କରିବା ପାଇଁ ଗୋଟିଏ ସ୍ଥାନ ଥିବ। ଆମ୍ଭେ ସେଠାରେ ବସିଲୁ ଓ ସେଠାରେ ଏକତ୍ରିତ ହୋଇଥିବା ସ୍ତ୍ରୀମାନଙ୍କ ସହିତ କଥା ହେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ରାମବାର ଦିନରେ ଆମ୍ଭେମାନେ ନଗର ଦ୍ୱାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କ ସହିତ କଥା କହିବାକୁ ଲାଗିଲୁ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ରାମବାରରେ ଆମ୍ଭେମାନେ ନଗର ଦ୍ୱାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କୁ କଥା କହିବାକୁ ଲାଗିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನ್ಹೈಯ್‍ಚ್ಯಾ ಜಗ್ಗೊಳ್ ವಿಶೆಸ್ ಮಾಗ್ನಿ ಕರ್‍ತಲೊ ಬರೊ ಜಾಗೊ ಬಗುಕ್ ಹೊತಾ ಮನುನ್ ಚಿಂತುನ್ ಘೆವ್ನ್ ಸಬ್ಬತ್ತಾಚ್ಯಾ ದಿಸಿ ನ್ಹೈಯ್ಚ್ಯಾ ಜಗ್ಗೊಳ್ ಜಾವ್ಕ್ ಮನುನ್ ಶಾರಾಕ್ ಗುಸ್ತಲ್ಯಾ ದಡ್ಪ್ಯಾತ್ನಾ ಭಾಯ್ರ್ ಗೆಲಾಂವ್, ಥೈ ಉಲ್ಲಿ ಬಾಯ್ಕಾ ಮಾನ್ಸಾ ಗೊಳಾ ಹೊವ್ನ್ ಯೆಲ್ಲಿ, ಅಮಿ ತೆಂಚ್ಯಾ ವಾಂಗ್ಡಾ ಬಸುನ್ ಬೊಲ್ಲ್ಯಾಂವ್.