Acts 16:17 — Compare Translations

7 translations compared side by side

Odia - 1840
"ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜାରେ ରେ କହିଲା, ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ବରଙ୍କର ସବେକ। ସମାନେେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟ ରେ କହୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରାତ୍ପର ଈଶ୍ଵରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ପାଉଲ ଓ ଆମ ପଛେ ପଛେ ଆସି ଚିକ୍ରାର କରି କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ଈଶ୍ୱରଙ୍କ ସେବକ। ତୁମ୍ଭେମାନେ କିପରି ପରିତ୍ରାଣ ପାଇବ, ଏକଥା ସେମାନେ କହୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜୋ‌ର୍‌‌ରେ କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସେବକ। ସେମାନେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟରେ କହୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಅಮ್ಚ್ಯಾ ಅನಿ ಪಾವ್ಲುಚ್ಯಾ ವಾಂಗ್ಡಾ ಯೆವ್ನ್ ಮೊಟ್ಯಾನ್ ಬೊಬ್ ಮಾರುನ್, ಹಿ ಲೊಕಾ ಮೊಟ್ಯಾ ದೆವಾಚಿ ಸೆವಾ ಕರ್‍ತಲಿ, ತುಮಿ ಕಶೆ ದೆವಾಚಿ ರಾಕ್ವನ್ ಪಾವುನ್ ಘೆವ್ಕ್ ಹೊತಾ ಮನ್ತಲೆ ಸಾಂಗುಲ್ಲಾತ್ ಮಟ್ಲಿನ್.