Acts 16:19 — Compare Translations
7 translations compared side by side
Odia - 1840
"ସହେି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସମାନେେ ଜାଣିପାରିଲେ ଯେ, ସମାନେେ ଆଉ ଏ ବାଳିକା ଦ୍ବାରା ଧନ ଉପାର୍ଜନ କରିପାରିବେ ନାହିଁ। ତେଣୁ ସମାନେେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସମାନଙ୍କେୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗ ରେ ସମାନଙ୍କେୁ ଠିଆ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତାʼର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ତାହାର ମାଲିକମାନେ ନିଜର ଅର୍ଥ ଉପାର୍ଜନ ପନ୍ଥା ହରାଇଛନ୍ତି ବୋଲି ଜାଣିଲେ, ପାଉଲ ଓ ଶୀଲାଙ୍କୁ ଧରି ସହରର କେନ୍ଦ୍ରସ୍ଥଳରେ ଥିବା ରୋମୀୟ କର୍ତ୍ତୃପକ୍ଷଙ୍କ ସମ୍ମୁଖରେ ଆଣି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସେମାନେ ଜାଣି ପାରିଲେ ଯେ, ସେମାନେ ଆଉ ଏ ବାଳିକା ଦ୍ୱାରା ଧନ ଉପାର୍ଜନ କରି ପାରିବେ ନାହିଁ। ତେଣୁ ସେମାନେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସେମାନଙ୍କୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗରେ ସେମାନଙ୍କୁ ଠିଆ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಬಗಟಲ್ಲ್ಯಾ ತಿಜಾ ಯಜಮಾನಾಕ್ ಅತ್ತಾ ತಿಜ್ಯಾಕ್ನಾ ಪೈಸೆ ಖಮ್ವುಕ್ ಹೊಯ್ನಾ ಮನ್ತಲೆ ಕಳುನ್ ಯೆಲೆ, ತಸೆ ಹೊವ್ನ್ ತೆನಿ ಪಾವ್ಲುಕ್ ಅನಿ ಸಿಲಾಸಾಕ್ ಧರುನ್ ಶಾರಾತ್ಲ್ಯಾ ಝಡ್ತಿ ಕರ್ತಲ್ಯಾ ಜಾಗ್ಯಾಕ್ ಗಾಂವ್ಚೆ ಅಧಿಕಾರಿ ಹೊತ್ತ್ಯಾಕ್ಡೆ ವಡುನ್ ನ್ಹೆಲ್ಯಾನಿ.