Acts 16:2 — Compare Translations
7 translations compared side by side
Odia - 1840
"ତୀମଥିଙ୍କୁ ଲୁସ୍ତ୍ରା ଓ ଇକନିୟର ଭାଇମାନେ ବହୁତ ପ୍ରଶଂସା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାଙ୍କ ସୁଖ୍ୟାତି କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୁସ୍ତ୍ରା ଓ ଇକନିୟରେ ଥିବା ବିଶ୍ୱାସୀମାନଙ୍କ ମଧ୍ୟରେ ତୀମଥିଙ୍କର ସୁନାମ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ତୀମଥିଙ୍କୁ ଲୁସ୍ତ୍ରା ଓ ଇକନିୟର ଭାଇମାନେ ବହୁତ ପ୍ରଶଂସା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାହାଙ୍କ ସୁଖ୍ୟାତି କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାଙ୍କ ସୁଖ୍ୟାତି କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲಿಸ್ರ್ತಿಅನಿ ಇಕೊನಿಯಾ ಶಾರಾತ್ಲಿ ವಿಶ್ವಾಸಿ ಲೊಕಾ ತಿಮೊಥಿಕ್ ಮಾನ್ ದಿಯ್ತ್, ಅನಿ ತೆಚ್ಯಾ ವಿಶಯಾತ್ ಬರೆಚ್ ಸಾಂಗಿತ್.