Acts 16:20 — Compare Translations

7 translations compared side by side

Odia - 1840
"ସମାନଙ୍କେୁ ନଗରପାଳମାନଙ୍କ ପାଖ ରେ ପହଞ୍ଚାଇ କହିଲେ, ଏମାନେ ଯିହୂଦୀ ଯେଲାକ। ଏମାନେ ଆମ୍ଭ ନଗର ରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ସେମାନଙ୍କୁ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଏହି ଲୋକମାନେ ଇହୁଦୀ, ସେମାନେ ଆମ ସହରରେ ଗଣ୍ଡଗୋଳ କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ନଗରପାଳମାନଙ୍କ ପାଖରେ ପହଞ୍ଚାଇ କହିଲେ, “ଏମାନେ ଯିହୂଦୀୟଲୋକ। ଏମାନେ ଆମ୍ଭ ନଗରରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ,ଏହି ଲୋକଗୁଡ଼ାକ ଯିହୂଦୀ,ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಲೊಕಾನಿ ಪಾವ್ಲು ಅನಿ ಸಿಲಾಸಾಕ್ ಝಡ್ತಿ ಕರ್‍ತಲ್ಯಾ ಅಧಿಕಾರಿಕ್ಡೆ ಬಲ್ವುನ್ ಹಾನುನ್ ಹೆನಿ ಜುದೆವಾಂಚಿ ಲೊಕಾ ಅಮ್ಚ್ಯಾ ಶಾರಾತ್ ಧಾಂದಲ್ ಉಟ್ವುಲಾತ್,