Acts 16:22 — Compare Translations

7 translations compared side by side

Odia - 1840
"ତା'ପରେ ଲୋକମାନେ ପାଉଲ ଓ ଶୀଲାଙ୍କୁ ଆକ୍ରମଣ କରିବା ନିମନ୍ତେ ସମାନଙ୍କେ ବିରୁଦ୍ଧ ରେ ଯୋଗ ଦେଲେ। ନଗରପାଳମାନେ ସମାନଙ୍କେର ଲୁଗାପଟା ଛିଣ୍ଡାଇ ଦେଲେ ଓ ସମାନଙ୍କେୁ ବତେ ଆଘାତ ଦ୍ବାରା ଦଣ୍ଡ ଦବୋପାଇଁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାଲିକମାନଙ୍କ କଥାରେ ଯୋଗ ଦେଇ ସେଠାରେ ଥିବା ଜନତା ପାଉଲ ଓ ଶୀଲାଙ୍କ ବିରୁଦ୍ଧରେ ଉଠିଲେ। ପାଉଲ ଓ ଶୀଲାଙ୍କର ବସ୍ତ୍ର କାଢ଼ି ସେମାନଙ୍କୁ ବେତ୍ରାଘାତ କରିବାକୁ କର୍ତ୍ତୃପକ୍ଷ ଆଦେଶ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଲୋକମାନେ ପାଉଲ ଓ ଶୀଲାଙ୍କୁ ଆକ୍ରମଣ କରିବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ଯୋଗ ଦେଲେ। ନଗରପାଳମାନେ ସେମାନଙ୍କର ଲୁଗାପଟା ଛିଣ୍ଡାଇ ଦେଲେ ଓ ସେମାନଙ୍କୁ ବେତ ଆଘାତ ଦ୍ୱାରା ଦଣ୍ଡ ଦେବା ପାଇଁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಲೊಕಾಂಚೊ ತಾಂಡೊ ಪಾವ್ಲುಕ್ ಅನಿ ಸಿಲಾಸಾಕ್ ವಿರೊದ್ ಹೊವ್ನ್ ಹೊತ್ತೊ, ತನ್ನಾ ಮುಂಖಡಾನಿ ತೆಂಚೆ ದೊಗಾಂಚೆ ಕಪ್ಡೆ ಪಿಂಜುನ್ ಟಾಕುಕ್ ಲಾವ್ನ್ ತೆಂಕಾ ಖಾಟಿನ್ ಲೈ ಮಾರುಕ್ ಲಾವ್ನ್,