Acts 16:23 — Compare Translations
7 translations compared side by side
Odia - 1840
"ସମାନେେ ସମାନଙ୍କେୁ ବହୁତ ମାଡ଼ ମାରିବା ପରେ କାରାଗାର ରେ ବନ୍ଦୀ କଲେ। ସମାନଙ୍କେୁ ସାବଧାନ ରେ ଜଗିବାପାଇଁ କାରାଧ୍ଯକ୍ଷଙ୍କୁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବହୁତ ମାଡ଼ ଖାଇବା ପରେ ସେମାନେ କାରାଗାରରେ ନିକ୍ଷିପ୍ତ ହେଲେ ଓ ସେମାନଙ୍କୁ ତାଲା ପକାଇ ନଜରରେ ରଖିବା ପାଇଁ କାରାରକ୍ଷକଙ୍କୁ ନିର୍ଦ୍ଦେଶ ଦିଆଗଲା।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେମାନଙ୍କୁ ବହୁତ ମାଡ଼ ମାରିବା ପରେ କାରାଗାରରେ ବନ୍ଦୀ କଲେ। ସେମାନଙ୍କୁ ସାବଧାନରେ ଜଗିବା ପାଇଁ କାରାଧ୍ୟକ୍ଷଙ୍କୁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಂದಿಖಾನ್ಯಾತ್ ಘಾಲ್ವುನ್ ಮಾನಾ ಬಂಧಿಖಾನ್ಯಾಚ್ಯಾ ಅಧಿಕಾರಿಕ್, ತೆಂಕಾ ಲೈ ಉಶಾರ್ಕಿನ್ ರಾಕಾ! ಮನುನ್ ಹುಕುಮ್ ಕರ್ಲ್ಯಾನಿ.