Acts 16:24 — Compare Translations

7 translations compared side by side

Odia - 1840
"ସେ ଏପରି ଆଦେଶ ପାଇ ସମାନଙ୍କେୁ ଭିତର କୋଠରୀ ଭିତ ରେ ରଖି ଦେଲେ। ସେ ସମାନଙ୍କେର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହିପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ହରିକାଠ ଲଗାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଆଦେଶ ପାଇ କାରାରକ୍ଷକ ସେମାନଙ୍କୁ ଗୋଟିଏ ଭିତରିଆ ପ୍ରକୋଷ୍ଠରେ ପକାଇ ଦେଇ, ଓଜନିଆ କାଠ ଗଡ଼ରେ ସେମାନଙ୍କ ଗୋଡ଼କୁ ବାନ୍ଧି ରଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏପରି ଆଦେଶ ପାଇ ସେମାନଙ୍କୁ ଭିତର କୋଠରୀ ଭିତରେ ରଖିଦେଲେ। ସେ ସେମାନଙ୍କର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ଼ କାଠଗଣ୍ଡି ବାନ୍ଧିଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ କାଠଗଣ୍ଡି ବାନ୍ଧିଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಬಂದಿಖಾನ್ಯಾಚ್ಯಾ ಅಧಿಕಾರ್ಯಾನ್ ತೆಂಕಾ ಭುರ್ತುಲ್ಯಾ ಖೊಲಿತ್ ಘಾಲುನ್, ತೆಂಚಿ ಪಾಯಾ ಝಾಡಾಚ್ಯಾ ಬೊಡ್ಯಾಂಚ್ಯಾ ಮದ್ದಿ ಘಾಲುನ್ ಬಾಂದ್ಲ್ಯಾನ್.