Acts 16:25 — Compare Translations
7 translations compared side by side
Odia - 1840
"ପାଉଲ ଓ ଶୀଲା ମଧ୍ଯରାତ୍ରି ବେଳେ ପରମେଶ୍ବରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହାସବୁ ଶୁଣୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଧ୍ୟରାତ୍ରି ସମୟରେ ପାଉଲ ଓ ଶୀଲା ପ୍ରାର୍ଥନା କରୁଥିଲେ, ପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାଉଥିଲେ ଓ ଅନ୍ୟ ବନ୍ଦୀମାନେ ଏହା ଶୁଣୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଓ ଶୀଲା ମଧ୍ୟରାତ୍ରି ବେଳେ ପରମେଶ୍ୱରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହା ସବୁ ଶୁଣୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅರ್ದ್ಯಾ ರಾತ್ತಿನ್ ಪಾವ್ಲು ಅನಿ ಸಿಲಾಸ್ ಮಾಗ್ನಿ ಕರಿತ್ ದೆವಾಕ್ ಸ್ತುತಿ ಗಿತಾ ಸಾಂಗಿತ್ ಹೊತ್ತೆ, ಹುರಲ್ಲಿ ಚೊರಾ ಸಗ್ಳಿ ತೆ ಆಯ್ಕಿತ್ ಹೊತ್ತಿ.