Acts 16:26 — Compare Translations

7 translations compared side by side

Odia - 1840
"ହଠାତ୍ ଖୁବ୍ ଜାରେ ରେ ଭୂମିକମ୍ପ ହେଲା। ଏହାଦ୍ବାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ବାର ଖାଲିଗେଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖାଲିଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ହଠାତ୍ ଏପରି ମହାଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ଵାର ମେଲା ହୋଇଗଲା, ପୁଣି ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ହଠାତ୍ ଭୀଷଣ ଭୂମିକମ୍ପ ହେଲା ଓ କାରାଗାରର ମୂଳଦୁଆକୁ ଦୋହଲାଇ ଦେଲା। ସଙ୍ଗେ ସଙ୍ଗେ ସମସ୍ତ ଦ୍ୱାର ଖୋଲିଗଲା ଓ ସବୁ ବନ୍ଦୀମାନଙ୍କର ଜଞ୍ଜିର ଖସି ପଡ଼ିଲା।
Odia Bible ERV 2004 (ପବିତ୍ର ବାଇବଲ)
ହଠାତ୍ ଖୁବ୍ ଜୋ‌ର୍‌‌ରେ ଭୂମିକମ୍ପ ହେଲା। ଏହା ଦ୍ୱାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ୱାର ଖୋଲିଗଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖୋଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ହଠାତ୍‍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍‌କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍‌କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಗುನ್ಗೆತ್ ರ್‍ಹಾತಾನಾಚ್ ಮೊಟೊ ಭುಕಂಪ್ ಹೊಲೊ, ತೊ ಭುಕಂಪ್ ಲೈ ಮೊಟೊ ಹೊಲ್ಲ್ಯಾ ಸಾಟ್ನಿ ಬಂಧಿಖಾನ್ಯಾಚಿ ಪಾಯಾ ಸಗ್ಳಿ ಹಾಲ್ಲಿ, ಅನಿ ದಾರಾ ಸಗ್ಳಿ ಉಗ್ಡುನ್ ಸಗ್ಳಿ ಚೊರಾಂಚಿ ಬಾಂಧಲಿ ಸರ್ಪಳಿಯಾ ಸುಟುನ್ ಪಡ್ಲಿ.