Acts 16:27 — Compare Translations
7 translations compared side by side
Odia - 1840
"କାରାଧ୍ଯକ୍ଷ ନିଦରୁ ଉଠି ବସିଲେ। କାରାଗାରର ଦୁଆର ଗୁଡ଼ିକ ଖାଲିେଥିବାର ଦେଖି, ସେ ନିଜକୁ ହତ୍ଯା କରିବା ଉଦ୍ଦେଶ୍ଯ ରେ ନିଜର ଖଣ୍ଡା ବାହାର କଲେ। ସେ ଭାବିଲେ ଯେ, ବନ୍ଦୀମାନେ ଖସି ପଳାଇ ଯାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ଵାର ମେଲା ହେବା ଦେଖି ବନ୍ଦୀମାନେ ପଳାଇ ଯାଇଅଛନ୍ତି ବୋଲି ମନେ କରି, ଖଣ୍ତା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରାରକ୍ଷକ ଚେଇଁ ଉଠିଲେ ଓ କାରାଗାରର ଦ୍ୱାର ସବୁ ଖୋଲା ଦେଖି ଭାବିଲେ ଯେ ବନ୍ଦୀମାନେ ପଳାଇଛନ୍ତି; ତେଣୁ ସେ ତାଙ୍କର ଖଡ୍ଗ ବାହାର କରି ଆତ୍ମହତ୍ୟା କରିବାକୁ ଉଦ୍ୟତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
କାରାଧ୍ୟକ୍ଷ ନିଦରୁ ଉଠି ବସିଲେ। କାରାଗାରର ଦୁଆର ଗୁଡ଼ିକ ଖୋଲିଥିବାର ଦେଖି, ସେ ନିଜକୁ ହତ୍ୟା କରିବା ଉଦ୍ଦେଶ୍ୟରେ ନିଜର ଖଣ୍ଡା ବାହାର କଲେ। ସେ ଭାବିଲେ ଯେ, ବନ୍ଦୀମାନେ ଖସି ପଳାଇ ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಬಂದಿಖಾನ್ಯಾಚೊ ಅಧಿಕಾರಿ ನಿಜೆತ್ನಾ ಜಾಗೊ ಹೊಲೊ, ದಾರಾ ಸಗ್ಳಿ ಉಗಡಲ್ಲಿ ಹೊತ್ತಿ ಬಗುನ್ ಅತ್ತಾ ಸಗ್ಳಿ ಚೊರಾಬಿ ಚುಕ್ವುನ್ ಘೆವ್ನ್ ಪಳುನ್ ಜಾವ್ಕ್ ಫಿರೆ ಮನುನ್ ಚಿಂತುನ್, ತೆನಿ ಅಪ್ಲೊ ಕೊಯ್ತೊ ಘೆವ್ನ್ ಜಿವ್ ಕಾಡುನ್ ಘೆವ್ಚೆ ಮನುನ್ ಹೊತ್ತ್ಯಾ ತನ್ನಾಚ್,