Acts 16:28 — Compare Translations

7 translations compared side by side

Odia - 1840
"କିନ୍ତୁ ପାଉଲ ଚିତ୍କାର କରି କହିଲେ, ଆମ୍ଭେ ସମସ୍ତେ ଏଠା ରେ ଅଛୁ। ନିଜର କ୍ଷତି କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପାଉଲ ଉଚ୍ଚସ୍ଵରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପାଉଲ ଉଚ୍ଚ ସ୍ୱରରେ କହିଲେ, “ନିଜର କୌଣସି କ୍ଷତି କର ନାହିଁ। ଆମେ ସମସ୍ତେ ଏଠାରେ ଅଛୁ!”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପାଉଲ ଚିତ୍କାର କରି କହିଲେ, “ଆମ୍ଭେ ସମସ୍ତେ ଏଠାରେ ଅଛୁ। ନିଜର କ୍ଷତି କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪಾವ್ಲುನ್ ತೆಕಾ, “ತಿಯಾ ಜಿವ್ ಕಾಡುನ್ ಘೆವ್ ನಕ್ಕೊ! ಅಮಿ ಸಗ್ಳ್ಯೆಬಿ ಹಿತ್ತೆಚ್ ಹಾತ್” ಮನುನ್ ಮೊಟ್ಯಾನ್ ಸಾಂಗ್ಲ್ಯಾನ್.