Acts 16:29 — Compare Translations

7 translations compared side by side

Odia - 1840
"ସେ ସଙ୍ଗେ ସଙ୍ଗେ ଗୋଟିଏ ଦ୍ବୀପ ଆଣିବାପାଇଁ ଆଦେଶ ଦଇେ ଦୌଡ଼ି ଆସି ଭୟ ରେ ଥରି ଥରି ପାଉଲ ଓ ଶୀଲାଙ୍କ ପାଦ ତଳେ ପଡ଼ିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କାରାରକ୍ଷକ ପ୍ରଦୀପ ଅଣାଇଲେ ଓ ଭିତରକୁ ଦୌଡ଼ି ଆସ ଥରି ଥରି ପାଉଲ ଓ ଶୀଲାଙ୍କ ଗୋଡ଼ ତଳେ ପଡ଼ିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସଙ୍ଗେ ସଙ୍ଗେ ଗୋଟିଏ ଦ୍ୱୀପ ଆଣିବା ପାଇଁ ଆଦେଶ ଦେଇ ଦୌଡ଼ି ଆସି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କ ପାଦ ତଳେ ପଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಮಾನಾ ಬಂದಿಖಾನ್ಯಾಚ್ಯಾ ಅಧಿಕಾರಿನ್ ಎಕ್ಲ್ಯಾಕ್ಡೆ ದಿವೊ ಪೆಟ್ವುನ್ ಹಾನ್ ಮನುನ್ ಸಾಂಗುನ್, ತೊ ಭುತ್ತುರ್ ಪಳುನ್ ಜಾವ್ನ್ ಪಾವ್ಲು ಅನಿ ಸಿಲಾಸಾಚ್ಯಾ ಫಿಡ್ಯಾತ್ ಕೊಸ್ಳುನ್ ಪಡ್ಲೊ.

Recommended Reading