Acts 16:3 — Compare Translations

7 translations compared side by side

Odia - 1840
"ପାଉଲ ତୀମଥିଙ୍କୁ ନିଜ ସହିତ ନବୋପାଇଁ ଇଚ୍ଛା କଲେ। ତାହାଙ୍କର ପିତା ଗ୍ରୀକ୍ ବୋଲି ସମସ୍ତେ ଜାଣିଥିଲେ। ତେଣୁ ପାଉଲ ତାହାଙ୍କୁ ଯିହୂଦୀମାନଙ୍କ ହତେୁ ସୁନ୍ନତ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ତାଙ୍କ ସହିତ ତୀମଥିଙ୍କୁ ନେବା ପାଇଁ ଚାହିଁଲେ, ତେଣୁ ତାଙ୍କୁ ସୁନ୍ନତ କଲେ। ଏହା କରିବାର କାରଣ, ତୀମଥିଙ୍କ ପିତା ଗ୍ରୀକ୍ ଲୋକ ଥିଲେ ବୋଲି ସେହି ସ୍ଥାନମାନଙ୍କରେ ବାସ କରୁଥିବା ଇହୁଦୀମାନେ ଜାଣିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ତୀମଥିଙ୍କୁ ନିଜ ସହିତ ନେବା ପାଇଁ ଇଚ୍ଛା କଲେ। ତାହାଙ୍କର ପିତା ଗ୍ରୀକ୍ ବୋଲି ସମସ୍ତେ ଜାଣିଥିଲେ। ତେଣୁ ପାଉଲ ତାହାଙ୍କୁ ଯିହୂଦୀମାନଙ୍କ ହେତୁ ସୁନ୍ନତ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍‍ ଲୋକ ବୋଲି ସମସ୍ତେ ଜାଣିଥିଲେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହି ସବୁ ଅଞ୍ଚଳରେ ଥିବା ଯିହୂଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ತಿಮೊಥಿಕ್ ಅಪ್ನಾಚ್ಯಾ ವಾಂಗ್ಡಾ ಘೆವ್ನ್ ಜಾವ್ಚೆ ಮನುನ್ ಆಸ್ಯಾ ಕರ್‍ಲ್ಯಾನ್, ಖರೆ ತ್ಯಾ ಜುದೆವಾಂಚ್ಯಾ ಲೊಕಾಕ್ನಿ ತೊ ಗ್ರಿಕಾಂಚೊ ಮನ್ತಲೆ ಗೊತ್ತ್ ಹೊತ್ತೆ ತಸೆ ಹೊವ್ನ್, ತಿಮೊಥಿಕ್ ಸುನ್ನತ್ ಕರಸ್ಲ್ಯಾನ್.