Acts 16:31 — Compare Translations
7 translations compared side by side
Odia - 1840
"ସମାନେେ ତାହାଙ୍କୁ କହିଲେ, ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘ ରେ ରହୁଥିବା ସମସ୍ତେ ଉଦ୍ଧାର ପାଇପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ଵାସ କର, ତାହାହେଲେ ତୁମ୍ଭେ ସପରିବାରରେ ପରିତ୍ରାଣ ପାଇବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉତ୍ତର ଦେଲେ, “ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କଲେ, ତୁମେ ସପରିବାର ପରିତ୍ରାଣ ପାଇବ” -
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହାଙ୍କୁ କହିଲେ, “ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘରେ ରହୁଥିବା ସମସ୍ତେ ଉଦ୍ଧାର ପାଇ ପାରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।
Odia IRV 2017 (ଓଡିଆ ବାଇବେଲ)
ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಾವ್ಲುನ್ ಅನಿ ಸಿಲಾಸಾನ್, ಕ್ರಿಸ್ತಾ ವರ್ತಿ ವಿಶ್ವಾಸ್ ಥವ್, ತನ್ನಾಚ್ ತಿಯಾ ಅನಿ ತುಜ್ಯಾ ಘರಾತ್ಲಿ ಲೊಕಾಬಿ ದೆವಾಚಿ ರಾಕ್ವನ್ ಘೆವ್ಕ್ ಹೊತಾ ಮನುನ್,