Acts 16:32 — Compare Translations

7 translations compared side by side

Odia - 1840
"ପାଉଲ ଓ ଶୀଲା ତାକୁ ଓ ତା' ଘ ରେ ରହୁଥିବା ସମସ୍ତଙ୍କୁ ପ୍ରଭୁଙ୍କର ବାକ୍ଯ ପ୍ରଚ଼ାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ତାଙ୍କୁ ଓ ତାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ଵରଙ୍କ ବାକ୍ୟ କହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେମାନେ ତାଙ୍କୁ ଓ ତାଙ୍କ ଘରେ ଅନ୍ୟ ସମସ୍ତଙ୍କୁ ପ୍ରଭୁଙ୍କ ବାକ୍ୟ କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଓ ଶୀଲା ତାକୁ ଓ ତା’ ଘରେ ରହୁଥିବା ସମସ୍ତଙ୍କୁ ପ୍ରଭୁଙ୍କର ବାକ୍ୟ ପ୍ରଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ବରଙ୍କ ବାକ୍ୟ କହିଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ୱରଙ୍କ ବାକ୍ୟ କହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಅನಿ ತೆಚ್ಯಾ ಘರಾತ್ಲ್ಯಾ ಸಗ್ಳ್ಯಾ ಲೊಕಾಕ್ನಿಬಿ ಧನಿಯಾಚಿ ಬರಿ ಖಬರ್ ಕಳ್ವುಲ್ಯಾನಿ.